ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ବହିଷ୍କୃତ ହେଲେ ରଘୁରାମ ମାଛ
କୋରାପୁଟ: ଦଳ ବିରୋଧୀ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ବିଜେଡି ନେତା ରଘୁରାମ ମାଛଙ୍କୁ ଦଳରୁ ବହିସ୍କାର କରିଛନ୍ତି। ଶ୍ରୀ ମାଛ ଗତ କିଛି ମାସ ହେବ ଦଳୀୟ ବିଧାୟକ ଓ ନେତା ମାନଙ୍କ ବିରୁଦ୍ଧରେ କଟୁ ମନ୍ତବ୍ୟ ଦେବା ସହ ଦଳ ବିରୋଧୀ କାର୍ଯ୍ୟରେ ସଂପୃକ୍ତ ରହିଥିଲେ। ତେଣୁ ବିଜେଡି ସୁପ୍ରିମୋ ଆଜି ଏପରି ନିଷ୍ପତି ନେଇଥିବା ଜଣା ପଡ଼ିଛି। ସୂଚନା ଥାଉକି ରଘୁରାମ ମାଛ ୨୦୧୪ ରେ ଶିକ୍ଷକତା […]
କୋରାପୁଟ: ଦଳ ବିରୋଧୀ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ବିଜେଡି ନେତା ରଘୁରାମ ମାଛଙ୍କୁ ଦଳରୁ ବହିସ୍କାର କରିଛନ୍ତି। ଶ୍ରୀ ମାଛ ଗତ କିଛି ମାସ ହେବ ଦଳୀୟ ବିଧାୟକ ଓ ନେତା ମାନଙ୍କ ବିରୁଦ୍ଧରେ କଟୁ ମନ୍ତବ୍ୟ ଦେବା ସହ ଦଳ ବିରୋଧୀ କାର୍ଯ୍ୟରେ ସଂପୃକ୍ତ ରହିଥିଲେ। ତେଣୁ ବିଜେଡି ସୁପ୍ରିମୋ ଆଜି ଏପରି ନିଷ୍ପତି ନେଇଥିବା ଜଣା ପଡ଼ିଛି।
ସୂଚନା ଥାଉକି ରଘୁରାମ ମାଛ ୨୦୧୪ ରେ ଶିକ୍ଷକତା ଚାକିରୀ ଛାଡ଼ି ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ଓ ସେହି ବର୍ଷ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ କୋରାପୁଟ ଆସନରୁ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ି ପରାଜୟ ବରଣ କରିଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ସେ ୨୦୨୧ ଅକ୍ଟୋବରରେ ମଧ୍ୟ ଦଳରୁ ନିଲମ୍ୱିତ ହୋଇଥିଲେ।