ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ମୃତ

The Sakala Picture
Published On

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୨୬ ନମ୍ୱର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ଗଛକୁ ପିଟିଲା କାର । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ୩ ଗୁରୁତରଙ୍କୁ ବୈପାରିଗୁଡ଼ା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ନୟାଗଡ଼ରୁ ମାଲକାନଗିରି ଯାଉଥିବା ବେଳେ ଭାରସାମ୍ୟ ହରାଇ ଗୌଡ଼ଗୁଡା ଗଛରେ ଗଛକୁ ଧକ୍କା ଦେଇଥିଲା କାର। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ […]

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୨୬ ନମ୍ୱର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ଗଛକୁ ପିଟିଲା କାର । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ୩ ଗୁରୁତରଙ୍କୁ ବୈପାରିଗୁଡ଼ା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ନୟାଗଡ଼ରୁ ମାଲକାନଗିରି ଯାଉଥିବା ବେଳେ ଭାରସାମ୍ୟ ହରାଇ ଗୌଡ଼ଗୁଡା ଗଛରେ ଗଛକୁ ଧକ୍କା ଦେଇଥିଲା କାର। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ହୀରାକୁଦରୁ ଛାଡ଼ିଲା ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ, ପ୍ରଥମ ପର୍ଯ୍ୟାୟରେ ଖୋଲିଲା ୪ଟି ଗେଟ୍

16 May 2025 By The Sakala

ଭାରସାମ୍ୟ ହରାଇ ଗଛକୁ ପିଟିଲା କାର, ୩ ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରୀଗୁଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୨୬ ନମ୍ୱର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ଗଛକୁ ପିଟିଲା କାର । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି । ୩ ଗୁରୁତରଙ୍କୁ ବୈପାରିଗୁଡ଼ା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ନୟାଗଡ଼ରୁ ମାଲକାନଗିରି ଯାଉଥିବା ବେଳେ ଭାରସାମ୍ୟ ହରାଇ ଗୌଡ଼ଗୁଡା ଗଛରେ ଗଛକୁ ଧକ୍କା ଦେଇଥିଲା କାର। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର