ଟିପ୍ପରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

The Sakala Picture
Published On

କୋରପୁଟ: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଳକ ଅନ୍ତର୍ଗତ ଶୁଣ୍‌ଢିପୁଙ୍ଗାର ନିକଟରେ ଆଜି ଭୋର୍‌ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟିପ୍ପରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍‌ । ଫଳରେ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି।  ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ କୁନ୍ଦୁଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଗୁରୁତର ଆହତମାନଙ୍କୁ କୋରାପୁଟ ସ୍ଥିତ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା […]

କୋରପୁଟ: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଳକ ଅନ୍ତର୍ଗତ ଶୁଣ୍‌ଢିପୁଙ୍ଗାର ନିକଟରେ ଆଜି ଭୋର୍‌ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟିପ୍ପରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍‌ । ଫଳରେ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି।  ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ କୁନ୍ଦୁଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଗୁରୁତର ଆହତମାନଙ୍କୁ କୋରାପୁଟ ସ୍ଥିତ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ସୂଚନା ଅନୁଯାୟୀ, ଯାତ୍ରୀବାହୀ ବସ୍‌‌ଟି ବିଶାଖାପାଟଣାରୁ ଚିତ୍ରକୋଣ୍ଡା ଅଭିମୁଖେ ଯାଉଥିବା ବେଳେ ପଟ୍ଟାଙ୍ଗି ବ୍ଳକ ଅନ୍ତର୍ଗତ ଶୁଣ୍‌ଢିପୁଙ୍ଗାର ନିକଟରେ ଏକ ଟିପ୍ପରକୁ ଧକ୍କା ଦେଇଥିଲା । ଖବର ପାଇ ଘଟଣାସ୍ଥଳରେ ପଟ୍ଟାଙ୍ଗି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରାସ୍ତା କଡରେ ଠିଆ ହୋଇଥିବା ଟିପ୍ପରକୁ ପଛପଟୁ ଏହି ଯାତ୍ରୀବାହୀ ବସଟି ପିଟି ଦେଇଥିବା ଜଣା ପଡିଛି ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

19 Jul 2022 By The Sakala

ଟିପ୍ପରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

କୋରପୁଟ: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଳକ ଅନ୍ତର୍ଗତ ଶୁଣ୍‌ଢିପୁଙ୍ଗାର ନିକଟରେ ଆଜି ଭୋର୍‌ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଟିପ୍ପରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ୍‌ । ଫଳରେ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି।  ଆହତମାନଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ କୁନ୍ଦୁଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଗୁରୁତର ଆହତମାନଙ୍କୁ କୋରାପୁଟ ସ୍ଥିତ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁଯାୟୀ, ଯାତ୍ରୀବାହୀ ବସ୍‌‌ଟି ବିଶାଖାପାଟଣାରୁ ଚିତ୍ରକୋଣ୍ଡା ଅଭିମୁଖେ ଯାଉଥିବା ବେଳେ ପଟ୍ଟାଙ୍ଗି ବ୍ଳକ ଅନ୍ତର୍ଗତ ଶୁଣ୍‌ଢିପୁଙ୍ଗାର ନିକଟରେ ଏକ ଟିପ୍ପରକୁ ଧକ୍କା ଦେଇଥିଲା । ଖବର ପାଇ ଘଟଣାସ୍ଥଳରେ ପଟ୍ଟାଙ୍ଗି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରାସ୍ତା କଡରେ ଠିଆ ହୋଇଥିବା ଟିପ୍ପରକୁ ପଛପଟୁ ଏହି ଯାତ୍ରୀବାହୀ ବସଟି ପିଟି ଦେଇଥିବା ଜଣା ପଡିଛି ।

https://www.thesakala.in/latest-odisha-news/koraput/tipper-hit-by-passenger-bus-more-than-10-passengers-injured/article-13426
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର