ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ବିଶ୍ବବିଦ୍ୟାଳୟରେ ପରିଣତ ହେଲା ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ

The Sakala Picture
Published On

ଭୁବନେଶ୍ବର: ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି . ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର […]

ଭୁବନେଶ୍ବର: ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି .

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା। ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପିଜି ପାଠ୍ୟକ୍ରମ , ୧୭ଟି ୟୁଜି ପାଠ୍ୟକ୍ରମ ସହିତ BBA, BCA, ଓ B.ED ପାଠ୍ୟକ୍ରମ ଜାରି ରହିଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି. ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି। ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ,ରାୟଗଡା ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡିଶାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇନଲଷ୍ଟୋନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

02 Feb 2023 By The Sakala

ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ବିଶ୍ବବିଦ୍ୟାଳୟରେ ପରିଣତ ହେଲା ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ

ଭୁବନେଶ୍ବର: ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି .

ବିକ୍ରମ ଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା। ଏହି ମହାବିଦ୍ୟାଳୟରେ ଏବେ ୧୬ଟି ପିଜି ପାଠ୍ୟକ୍ରମ , ୧୭ଟି ୟୁଜି ପାଠ୍ୟକ୍ରମ ସହିତ BBA, BCA, ଓ B.ED ପାଠ୍ୟକ୍ରମ ଜାରି ରହିଛି ।

ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି. ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି। ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ,ରାୟଗଡା ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ। ଦକ୍ଷିଣ ଓଡିଶାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଏହା ଏକ ମାଇନଲଷ୍ଟୋନ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର