ବଢିଲା କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ, ବାର୍ଷିକ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ । ସୂଚନାଯୋଗ୍ୟ ଯେ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ଆହୁରି ପଢ଼ନ୍ତୁ: ତାମିଲନାଡୁ ଗ୍ୟାସଲିକ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲେ ରାଜ୍ୟ ବିଜେଡି ପ୍ରତିନିଧିମଣ୍ଡଳୀ

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି । କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।

ଆହୁରି ପଢ଼ନ୍ତୁ: ପୁରୀ ରଥଯାତ୍ରା: ଆସନ୍ତାକାଲି ଅପରାହ୍ନ ୪ଟାରୁ ଆରମ୍ଭ ହେବ ରଥଟଣା, ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଜାରି

17 Feb 2024 By The Sakala

ବଢିଲା କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ, ବାର୍ଷିକ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ ହଜାର ଟଙ୍କାରୁ ୧୮ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହାଦ୍ବାରା ରାଜ୍ୟର ୧୩,୬୦୦ କୃଷକ ସାଥି ଉପକୃତ ହେବେ। ଏହି ବର୍ଦ୍ଧିତ ପରିମାଣ ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ କୃଷି ପ୍ରସାରଣ କାର୍ଯ୍ୟରେ ସହାୟତା ପାଇଁ ରାଜ୍ୟ ସରକାର ୨୦୦୭-୨୦୦୮ ମସିହାରେ ରାଜ୍ୟର ଅଗ୍ରଣୀ ଚାଷୀ ମାନଙ୍କୁ କୃଷକ ସାଥି ଭାବେ ନିଯୁକ୍ତି ଦେଇଥିଲେ । ପ୍ରତ୍ୟେକ ଗ୍ରାମ ପଞ୍ଚାୟତରେ ଦୁଇ ଜଣ ଲେଖାଏ କୃଷକ ସାଥି କାମ କରୁଛନ୍ତି । କୃଷକ ସାଥିମାନେ କୃଷି କାର୍ଯ୍ୟ ସଂପର୍କିତ ବିଭିନ୍ନ ବିଷୟରେ ଚାଷୀ ମାନଙ୍କୁ ସଚେତନ କରିବା ସହିତ ଆବଶ୍ୟକ ପରାମର୍ଶ ମଧ୍ୟ ଦେଇଥାନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର