ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ରାୟଗଡ଼ା: ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଐତିହାସିକ ଲକ୍ଷ୍ମୀ ବସ୍ । ଗମନାଗମନ କ୍ଷେତ୍ରରେ ରାୟଗଡ଼ାରେ ଆସିବ ବୈପ୍ଳବିକ ପରିବର୍ତ୍ତନ । ରାଜ୍ୟ ସରକାରଙ୍କ ମହତ୍ତ୍ଵାକାଂକ୍ଷୀ ପରିବହନ ଯୋଜନା ‘ଲକ୍ଷ୍ମୀ’ ଅନ୍ତର୍ଗତ ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ । ଜିଲ୍ଲାରେ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାର ୧୧ଟି ବ୍ଲକ ମଧ୍ୟରେ ଲକ୍ଷ୍ମୀ ବସ ଚଳାଚଳ କରିବ। ଯୋଗାଯୋଗ ବ୍ୟବସ୍ଥା […]

ରାୟଗଡ଼ା: ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଐତିହାସିକ ଲକ୍ଷ୍ମୀ ବସ୍ । ଗମନାଗମନ କ୍ଷେତ୍ରରେ ରାୟଗଡ଼ାରେ ଆସିବ ବୈପ୍ଳବିକ ପରିବର୍ତ୍ତନ । ରାଜ୍ୟ ସରକାରଙ୍କ ମହତ୍ତ୍ଵାକାଂକ୍ଷୀ ପରିବହନ ଯୋଜନା ‘ଲକ୍ଷ୍ମୀ’ ଅନ୍ତର୍ଗତ ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ । ଜିଲ୍ଲାରେ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାର ୧୧ଟି ବ୍ଲକ ମଧ୍ୟରେ ଲକ୍ଷ୍ମୀ ବସ ଚଳାଚଳ କରିବ। ଯୋଗାଯୋଗ ବ୍ୟବସ୍ଥା ନଥିବା ୧୮୨ଟି ପଞ୍ଚାୟତର ୩୯ଟି ରୁଟରେ ୫୨ ଗୋଟି ଲକ୍ଷ୍ମୀ ବସ ଯାତାୟାତ କରିବ। ଏହାଦ୍ବାରା ୯ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। କମ ଦାମରେ ଦୁଆରୁ ସହରକୁ ଯାଇପାରିବେ ଜନସାଧାରଣ। ଲକ୍ଷ୍ମୀ ବସ ପିଲାଙ୍କୁ ସ୍କୁଲ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। ସବୁ ପଞ୍ଚାୟତକୁ ବସ୍ ଯିବ। ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବା ସହ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

25 Nov 2023 By The Sakala

ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା: ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଐତିହାସିକ ଲକ୍ଷ୍ମୀ ବସ୍ । ଗମନାଗମନ କ୍ଷେତ୍ରରେ ରାୟଗଡ଼ାରେ ଆସିବ ବୈପ୍ଳବିକ ପରିବର୍ତ୍ତନ । ରାଜ୍ୟ ସରକାରଙ୍କ ମହତ୍ତ୍ଵାକାଂକ୍ଷୀ ପରିବହନ ଯୋଜନା ‘ଲକ୍ଷ୍ମୀ’ ଅନ୍ତର୍ଗତ ଆଜିଠୁ ରାୟଗଡ଼ା ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍ । ଜିଲ୍ଲାରେ ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏଥିପାଇଁ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାର ୧୧ଟି ବ୍ଲକ ମଧ୍ୟରେ ଲକ୍ଷ୍ମୀ ବସ ଚଳାଚଳ କରିବ। ଯୋଗାଯୋଗ ବ୍ୟବସ୍ଥା ନଥିବା ୧୮୨ଟି ପଞ୍ଚାୟତର ୩୯ଟି ରୁଟରେ ୫୨ ଗୋଟି ଲକ୍ଷ୍ମୀ ବସ ଯାତାୟାତ କରିବ। ଏହାଦ୍ବାରା ୯ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। କମ ଦାମରେ ଦୁଆରୁ ସହରକୁ ଯାଇପାରିବେ ଜନସାଧାରଣ। ଲକ୍ଷ୍ମୀ ବସ ପିଲାଙ୍କୁ ସ୍କୁଲ, ଚାଷୀଙ୍କୁ ମାର୍କେଟ ସହିତ ଯୋଡିବ। ମା’ ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ। ସବୁ ପଞ୍ଚାୟତକୁ ବସ୍ ଯିବ। ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବା ସହ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର