ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ୍

The Sakala Picture
Published On

ରାୟଗଡା: ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ୍ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲାର ୧୧ଟି ବ୍ଲକରେ ଆସନ୍ତା ୨୫ ତାରିଖରେ ଲକ୍ଷ୍ମୀ ବସ ଗଡ଼ିବା ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ୧୧ଟି ବ୍ଲକରେ ମୋଟ ୨୯୮ ବସ ରହଣି ସ୍ଥଳ ରହିଥିବା ବେଳେ ଆସନ୍ତା […]

ରାୟଗଡା: ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ୍ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲାର ୧୧ଟି ବ୍ଲକରେ ଆସନ୍ତା ୨୫ ତାରିଖରେ ଲକ୍ଷ୍ମୀ ବସ ଗଡ଼ିବା ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ୧୧ଟି ବ୍ଲକରେ ମୋଟ ୨୯୮ ବସ ରହଣି ସ୍ଥଳ ରହିଥିବା ବେଳେ ଆସନ୍ତା ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହେବ । ଲକ୍ଷ୍ମୀ ବସ ଏବଂ ସମସ୍ତ ରହଣି ସ୍ଥଳରେ ବସ ଅଟକିବା ସହ ଜନସାଧାରଣଙ୍କ ଯାତାୟତରେ ସମ୍ପୁର୍ଣ୍ଣ ସହଯୋଗ କରାଯିବ ।

ଆହୁରି ପଢ଼ନ୍ତୁ: ଦୁର୍ନୀତି ମାମଲାରେ ଭିଜିଲାନ୍ସର କଡା କାର୍ଯ୍ୟାନୁଷ୍ଠାନ: ବାରିପଦା ଜଳସେଚନ ଏସ୍‌ଇ ଅଫିସର ପୂର୍ବତନ କର୍ମଚାରୀଙ୍କୁ ୩ବର୍ଷ ଜେଲ

ପଞ୍ଚାୟତ ସ୍ତରରୁ ଆସୁଥିବା ଯାତ୍ରୀ ଏବଂ କଲେଜରେ ପଢୁଥିବା ଛାତ୍ର ଛାତ୍ରୀ ମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ । ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭକୁ ଜନସାଧାରଣ ଓ ଛାତ୍ରଛାତ୍ରୀ ଅପେକ୍ଷା କରି ରହିଥିଲେ ।

ଆହୁରି ପଢ଼ନ୍ତୁ: ବାର୍ଷିକ ରିଭିଜନରେ ଓଡ଼ିଶାର ୧୦ ଲକ୍ଷ ଭୋଟରଙ୍କ ନାମ ବାଦ୍‌; ନିର୍ବାଚନ କମିସନଙ୍କ କାର୍ଯ୍ୟକୁ ନେଇ ବିଜେଡିର ସନ୍ଦେହ

16 Nov 2023 By The Sakala

ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ୍

ରାୟଗଡା: ରାୟଗଡା ଜିଲ୍ଲାରେ ଆସନ୍ତା ୨୫ରୁ ଗଡିବ ଲକ୍ଷ୍ମୀ ବସ୍ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲାର ୧୧ଟି ବ୍ଲକରେ ଆସନ୍ତା ୨୫ ତାରିଖରେ ଲକ୍ଷ୍ମୀ ବସ ଗଡ଼ିବା ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ୧୧ଟି ବ୍ଲକରେ ମୋଟ ୨୯୮ ବସ ରହଣି ସ୍ଥଳ ରହିଥିବା ବେଳେ ଆସନ୍ତା ୨୫ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ ହେବ । ଲକ୍ଷ୍ମୀ ବସ ଏବଂ ସମସ୍ତ ରହଣି ସ୍ଥଳରେ ବସ ଅଟକିବା ସହ ଜନସାଧାରଣଙ୍କ ଯାତାୟତରେ ସମ୍ପୁର୍ଣ୍ଣ ସହଯୋଗ କରାଯିବ ।

ପଞ୍ଚାୟତ ସ୍ତରରୁ ଆସୁଥିବା ଯାତ୍ରୀ ଏବଂ କଲେଜରେ ପଢୁଥିବା ଛାତ୍ର ଛାତ୍ରୀ ମାନେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ । ରାୟଗଡା ଜିଲ୍ଲାରେ ଲକ୍ଷ୍ମୀ ବସର ଶୁଭାରମ୍ଭକୁ ଜନସାଧାରଣ ଓ ଛାତ୍ରଛାତ୍ରୀ ଅପେକ୍ଷା କରି ରହିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର