ଦୁର୍ବଳ ହେଲା ବାତ୍ୟା ‘ଦାନା’, ଆଗାମୀ ୬ ଘଣ୍ଟା ମଧ୍ୟରେ ନେବ ଗଭୀର ଅବପାତର ରୂପ

The Sakala Picture
Published On

ଭୁବନେଶ୍ୱର: ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ । ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି । […]

ଭୁବନେଶ୍ୱର: ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ । ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି । ଭିତରକନିକାର ହବାଳିଖଟି ନେଚର କ୍ୟାମ୍ପ ଓ ଧାମରା ନିକଟ ଦେଇ ସ୍ଥଳ ଭାଗ ଅତିକ୍ରମ କରିଥିଲା ବାତ୍ୟା ଦାନା । ବାତ୍ୟାର ପଛଭାଗ ଅତିକ୍ରମ କରିବାକୁ କିଛି ଘଣ୍ଟା ସମୟ ଲାଗି ଯାଇଥିଲା । ଆଗମୀ ୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତଳର ରୂପ ନେବ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

25 Oct 2024 By The Sakala

ଦୁର୍ବଳ ହେଲା ବାତ୍ୟା ‘ଦାନା’, ଆଗାମୀ ୬ ଘଣ୍ଟା ମଧ୍ୟରେ ନେବ ଗଭୀର ଅବପାତର ରୂପ

ଭୁବନେଶ୍ୱର: ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ଦାନା । ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ । ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି । ଭିତରକନିକାର ହବାଳିଖଟି ନେଚର କ୍ୟାମ୍ପ ଓ ଧାମରା ନିକଟ ଦେଇ ସ୍ଥଳ ଭାଗ ଅତିକ୍ରମ କରିଥିଲା ବାତ୍ୟା ଦାନା । ବାତ୍ୟାର ପଛଭାଗ ଅତିକ୍ରମ କରିବାକୁ କିଛି ଘଣ୍ଟା ସମୟ ଲାଗି ଯାଇଥିଲା । ଆଗମୀ ୬ ଘଣ୍ଟା ମଧ୍ୟରେ ଏହା ଗଭୀର ଅବପାତଳର ରୂପ ନେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର