ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୮୦୬ ଜଣ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ଆଜି ସାମାନ୍ୟ ବଢିଛି ମହାମାରୀ କରୋନା ସଂକ୍ରମଣ । ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍‌ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୨୮୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୧୩ଟି ମାମଲା ଆସିଥିବା ବେଳେ ୧୧୯୩ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦ ଜଣ ବୃଦ୍ଧି ପାଇଛି। ଏନେଇ […]

ଭୁବନେଶ୍ୱର: ଆଜି ସାମାନ୍ୟ ବଢିଛି ମହାମାରୀ କରୋନା ସଂକ୍ରମଣ । ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍‌ । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୨୮୦୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୧୩ଟି ମାମଲା ଆସିଥିବା ବେଳେ ୧୧୯୩ଟି ହେଉଛି ସ୍ଥାନୀୟ ସଂକ୍ରମଣ ମାମଲା । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୨ ହଜାର ୩୩୦ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୯୦ ଜଣ, କଟକରୁ ୪୪୧ ଜଣ, ଯାଜପୁରରୁ ୨୫୨ ଜଣ, ବାଲେଶ୍ବରରୁ ୧୫୩ ଜଣ, ପୁରୀରୁ ୧୩୮ ଜଣ,ଢ଼େଙ୍କାନାଳରୁ ୧୨୪ ଜଣ, ଜଗତସିଂହପୁରରୁ ୧୧୯ ଜଣ, ମୟୂରଭଞ୍ଜରୁ ୧୦୯ ଜଣ, ଅନୁଗୁଳରୁ ୧୦୨ ଜଣ, ନୟାଗଡ଼ରୁ ୮୬ ଜଣ, ଭଦ୍ରକର ୮୩ ଜଣ,କେନ୍ଦୁଝରରୁ ୭୨ ଜଣ, ସୁନ୍ଦରଗଡ଼ରୁ ୨୫ ଜଣ, କେନ୍ଦ୍ରପଡ଼ାରୁ ୫୭ ଜଣ, ମାଲକାନଗିରିରୁ ୩୫ ଜଣ, ବରଗଡ଼ରୁ ୩୩ ଜଣ,ରାୟଗଡ଼ାରୁ ୩୦ ଜଣ, କୋରାପୁଟରୁ ୨୯ ଜଣ, ସମ୍ବଲପୁରରୁ ୨୬ ଜଣ, କଳାହାଣ୍ଡିରୁ ୨୫ ଜଣ,ନବରଙ୍ଗପୁରରୁ ୨୦ ଜଣ, କନ୍ଧମାଳରୁ ୧୭ ଜଣ, ସୋନପୁରରୁ ୧୬ ଜଣ, ବଲାଙ୍ଗୀର ଓ ଝାରସୁଗୁଡ଼ା ଜିଲ୍ଲାରୁ ୧୦ ଜଣ ଲେଖାଏଁ, ବୌଦ୍ଧରୁ ୯ ଜଣ,ନୂଆପଡ଼ାରୁ ୭ ଜଣ, ଗଜପତିରୁ ୬ ଜଣ, ଦେବଗଡ଼ରୁ ୪ ଜଣ ଏବଂ ଷ୍ଟେଟ୍ ପୋଲ୍‌ରୁ ୧୧୯ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩୫ ହଜାର ୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୭ ହଜାର ୪୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୪୭୬ ଜଣଙ୍କର ମୃତ୍ୟୁ ହୋଇଛି ।

09 Jul 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର