ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା....

Deviprasad Mohanty Picture
Published On

ଭୁବନେଶ୍ବର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଅଧିବେଶନ। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା। ଏହି ଅଧିବେଶନରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି। ଆଉ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ କରିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଆଣିଥିଲେ ପ୍ରସ୍ତାବ ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ବିଧାନସଭା ଶୀତକାଳୀନ ଅଧିବେଶନ ସମାପ୍ତ । ମୋଟ 29ଟି କାର୍ଯ୍ୟ ଦିବସରୁ 11 ଦିନ ଚାଲିଲା ବିଧାନସଭା । 17 ହଜାର 440 କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି । ଆଉ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ କରିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଆଣିଥିଲେ ପ୍ରସ୍ତାବ ।

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର