ପାଗରେ ହେବ ପରିବର୍ତ୍ତନ: ଆଜି ଓ ଆସନ୍ତାକାଲି ରାଜ୍ଯର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ରାଜ୍ଯର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା ରହିଛି । ଉକ୍ତ ୮ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ସେହିପରି ଆସନ୍ତାକାଲି ମଧ୍ଯ ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ ଓ ନୟାଗଡ। ଅନ୍ୟ […]

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ରାଜ୍ଯର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା ରହିଛି । ଉକ୍ତ ୮ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ସେହିପରି ଆସନ୍ତାକାଲି ମଧ୍ଯ ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ ଓ ନୟାଗଡ। ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସେତେଟା ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ କହିଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

05 Apr 2022 By The Sakala

ପାଗରେ ହେବ ପରିବର୍ତ୍ତନ: ଆଜି ଓ ଆସନ୍ତାକାଲି ରାଜ୍ଯର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ରାଜ୍ଯର ୮ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷ ସମ୍ଭାବନା ରହିଛି । ଉକ୍ତ ୮ ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ସେହିପରି ଆସନ୍ତାକାଲି ମଧ୍ଯ ୭ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେ ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ ଓ ନୟାଗଡ। ଅନ୍ୟ ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବା ସହ ଜଳବାୟୁ ପରିବର୍ତ୍ତନ କ୍ଷେତ୍ରରେ ସେତେଟା ପରିବର୍ତ୍ତନ ହେବନି ବୋଲି ପାଣିପାଗ ବିଭାଗ କହିଛି।

https://www.thesakala.in/latest-odisha-news/light-and-moderate-rainfall-is-expected-in-some-parts-of-odisha/article-10529
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର