ଆଗାମୀ ୧୨ ଘଣ୍ଟାରେ ଅବପାତ ! ରାଜ୍ୟରେ ଲାଗି ରହିଛି କୋହଲା ପାଗ ସହ ବର୍ଷା…

The Sakala Picture
Published On

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗକୁ ଝିପିଝିପି ବର୍ଷା ହେଇଛି । ଆଗାମୀ ୧୨ ଘଣ୍ଟାରେ ଅବପାତର ରୂପ ପରିଣତ ହେବାର ସମ୍ଭାବନା ରହିଥିବା ବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ଗୋଟିଏ ଅବପାତ ଭାବେ ଉତ୍ତର-ଉତ୍ତର ପୂର୍ବ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୨୦ ଏବଂ ୨୧ ରେ ମେଘୁଆ ପାଗ ସହ ବର୍ଷାର […]

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗକୁ ଝିପିଝିପି ବର୍ଷା ହେଇଛି । ଆଗାମୀ ୧୨ ଘଣ୍ଟାରେ ଅବପାତର ରୂପ ପରିଣତ ହେବାର ସମ୍ଭାବନା ରହିଥିବା ବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ଗୋଟିଏ ଅବପାତ ଭାବେ ଉତ୍ତର-ଉତ୍ତର ପୂର୍ବ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୨୦ ଏବଂ ୨୧ ରେ ମେଘୁଆ ପାଗ ସହ ବର୍ଷାର ପ୍ରଭାବ ରହିବ।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ଆଜି ଉପକୂଳ ଓଡିଶାରେ ମେଘୁଆ ପାଗ ସହ କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କଟକ, ଯାଜପୁର, କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, କନ୍ଧମାଳ, ଅନୁଗୋଳ ଆଦି ଜିଲ୍ଲା ମାନଙ୍କରେ କିଛି କିଛି ସ୍ଥାନରେ ମଧ୍ୟମ ବର୍ଷା ଓ ଗୋଟିଏ କିମ୍ବା ଦୁଇଟି ଜାଗାରେ ମଧ୍ୟମ ଧରଣର ବୃଷ୍ଟିପାତ ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର