୨୪ରେ ଆଉ ଏକ ଲଘୁଚାପ, ଆଗାମୀ ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରାଜ୍ୟରେ ପ୍ରବଳ ବର୍ଷା କରାଇବା ପରେ ଏବେ ଓଡ଼ିଶାଠାରୁ ଦୂରକୁ ଯାଇଛି। ମାତ୍ର ମୌସୁମୀ ସକ୍ରିୟ ଥିବାରୁ ଏହା ପ୍ରଭାବରେ କିଛି କିଛି ସ୍ଥାନରେ ବର୍ଷା ଜାରି ରହିଛି। ଆଗକୁ ଅର୍ଥାତ ୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଥିଲେ ମଧ୍ୟ ପ୍ରାୟ ସେ ପର୍ଯ୍ୟନ୍ତ ବିିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରାଜ୍ୟରେ ପ୍ରବଳ ବର୍ଷା କରାଇବା ପରେ ଏବେ ଓଡ଼ିଶାଠାରୁ ଦୂରକୁ ଯାଇଛି। ମାତ୍ର ମୌସୁମୀ ସକ୍ରିୟ ଥିବାରୁ ଏହା ପ୍ରଭାବରେ କିଛି କିଛି ସ୍ଥାନରେ ବର୍ଷା ଜାରି ରହିଛି। ଆଗକୁ ଅର୍ଥାତ ୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଥିଲେ ମଧ୍ୟ ପ୍ରାୟ ସେ ପର୍ଯ୍ୟନ୍ତ ବିିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହି ସମୟରେ ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ଆଗାମୀ ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଜାରି ରହିବ। ଗୁରୁବାର  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର ଓ ବରଗଡ଼ ଜିଲ୍ଲାକୁ ସତର୍କତା ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରବଳ ତାତି ଓ ଗୁଳୁଗୁଳି, କାଁ ଭାଁ କାଳବୈଶାଖୀ କମାଇପାରିବନି ତାତି

21 Aug 2025 By The Sakala

୨୪ରେ ଆଉ ଏକ ଲଘୁଚାପ, ଆଗାମୀ ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ରାଜ୍ୟରେ ପ୍ରବଳ ବର୍ଷା କରାଇବା ପରେ ଏବେ ଓଡ଼ିଶାଠାରୁ ଦୂରକୁ ଯାଇଛି। ମାତ୍ର ମୌସୁମୀ ସକ୍ରିୟ ଥିବାରୁ ଏହା ପ୍ରଭାବରେ କିଛି କିଛି ସ୍ଥାନରେ ବର୍ଷା ଜାରି ରହିଛି। ଆଗକୁ ଅର୍ଥାତ ୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା ଥିଲେ ମଧ୍ୟ ପ୍ରାୟ ସେ ପର୍ଯ୍ୟନ୍ତ ବିିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହି ସମୟରେ ବିଶେଷ କରି ଉତ୍ତର ଓଡ଼ିଶାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ରାଜ୍ୟରେ ମୌସୁମୀ ଜନିତ ବର୍ଷା ଜାରି ରହିଛି। ଆଗାମୀ ୭ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ଜାରି ରହିବ। ଗୁରୁବାର  କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର ଓ ବରଗଡ଼ ଜିଲ୍ଲାକୁ ସତର୍କତା ଜାରି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର