୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି। ୧୩ ତାରିଖରେ କୋରାପୁଟ , ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ କ୍ଷ ୧୩ ତାରିଖ ପରେ ବର୍ଷା ପରିମାଣ ସାମାନ୍ୟ କମିବ। ଗତ ୨୪ […]

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପାଇଁ ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଦେଇଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷାର ପରିମାଣ ଅଧିକ ରହିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

୧୩ ତାରିଖରେ କୋରାପୁଟ , ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡିରେ ପ୍ରବଳ ବର୍ଷା ହେବ କ୍ଷ ୧୩ ତାରିଖ ପରେ ବର୍ଷା ପରିମାଣ ସାମାନ୍ୟ କମିବ। ଗତ ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିବା ବେଳେ ସର୍ବାଧିକ ରାୟଗଡ଼ାରେ ୫୨ ମିମି ରେକର୍ଡ କରାଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୧୬.୫ ମିମି ରେକର୍ଡ କରାଯାଇଛି । ହେଲେ ଏହି ସମୟ ମଧ୍ୟରେ ୨୫୫ ମିମି ସ୍ଵାଭାବିକ ବର୍ଷା ହେବା କଥା କ୍ଷ ବର୍ତ୍ତମାନ ରାଜ୍ୟରେ ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର