ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ତୀବ୍ର ବୃଷ୍ଟିପାତ ସମ୍ଭାବନା

The Sakala Picture
Published On

ଭୁବନେଶ୍ୱ: ଭୁବନେଶ୍ୱର ଏବଂ କଟକରେ ଆଗମୀ ୧ରୁ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହିତ ଗୋଟେ ଦୁଇଟି ସ୍ଥାନରେ ତୀବ୍ର ବୃଷ୍ଟିପାତ ସମ୍ଭାବନା ରହିଛି । ଏଥିସହିତ ଅନୁଗୁଳ, ଢେ଼ଙ୍କାନାଳ ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ଆଗମୀ ୨-୩ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା […]

ଭୁବନେଶ୍ୱ: ଭୁବନେଶ୍ୱର ଏବଂ କଟକରେ ଆଗମୀ ୧ରୁ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହିତ ଗୋଟେ ଦୁଇଟି ସ୍ଥାନରେ ତୀବ୍ର ବୃଷ୍ଟିପାତ ସମ୍ଭାବନା ରହିଛି । ଏଥିସହିତ ଅନୁଗୁଳ, ଢେ଼ଙ୍କାନାଳ ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ଆଗମୀ ୨-୩ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

21 Sep 2023 By The Sakala

ଟ୍ବିନ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ ତୀବ୍ର ବୃଷ୍ଟିପାତ ସମ୍ଭାବନା

ଭୁବନେଶ୍ୱ: ଭୁବନେଶ୍ୱର ଏବଂ କଟକରେ ଆଗମୀ ୧ରୁ୨ ଘଣ୍ଟା ମଧ୍ୟରେ ବଜ୍ରପାତ ସହିତ ଗୋଟେ ଦୁଇଟି ସ୍ଥାନରେ ତୀବ୍ର ବୃଷ୍ଟିପାତ ସମ୍ଭାବନା ରହିଛି । ଏଥିସହିତ ଅନୁଗୁଳ, ଢେ଼ଙ୍କାନାଳ ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ଆଗମୀ ୨-୩ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର