ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

The Sakala Picture
Published On

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, […]

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । ସେପଟେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

26 Jun 2021 By The Sakala

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର । ସେପଟେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

https://www.thesakala.in/latest-odisha-news/lightning-strike-with-heavy-rainfall-in-state/article-3257
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର