ବଜ୍ରପାତରେ ଜଳିଗଲା ଲିଙ୍ଗରାଜଙ୍କ ବାନା

Deviprasad Mohanty Picture
Published On

ଭୁବନେଶ୍ବର: ବଜ୍ରପାତରେ ଜଳିଗଲା ଲିଙ୍ଗରାଜଙ୍କ ବାନା । ଗତକାଲି ପ୍ରବଳ ବର୍ଷା ଓ ଘଡ଼ଘଡ଼ିରେ ଏପରି ହୋଇଥିବା ଜଣାପଡ଼ିଛି। ଲିଙ୍ଗରାଜ ମନ୍ଦିରର ବାନା ପୋଡ଼ି ଯାଇଛି। ବଜ୍ରପାତରେ କିଛି ସିସିଟିଭି ମଧ୍ୟ ନଷ୍ଟ ହୋଇଥିବା ଜଣାପଡ଼ିଛି। ଏପରିକି ଗର୍ଭଗୃହରେ ଲାଗିଥିବା ବିଜୁଳି ବଲ୍ ବି ପୋଡ଼ି ଯାଇଛି। ଆଜି ସକାଳେ ମନ୍ଦିର ସେବାୟତ ସବୁ ଯାଞ୍ଚ କରିବା ପରେ ଏହା ଜଣାପଡ଼ିଛି। ଲିଙ୍ଗରାଜ ମନ୍ଦିରରେ ମୋଟ ୩୫ଟି ସିସିଟିଭି କ୍ୟାମେରା ଲାଗିଛି। ବଜ୍ରପାତରେ କେତେ କ୍ୟାମେରା ନଷ୍ଟ ହୋଇଛି ତାହା ସ୍ପଷ୍ଟ ହୋଇନି। ବାନା ପୋଡ଼ି ଯିବା ପରେ ଏଏସଆଇ ଟିମ୍ ଲିଙ୍ଗରାଜ ମନ୍ଦିରକୁ ଯାଇ ଅନୁଧ୍ୟାନ କରିଛି।

ଆହୁରି ପଢ଼ନ୍ତୁ: ଡିଏପି ଏବଂ ୟୁରିଆ ବଦଳରେ କମ୍ପ୍ଲେକ୍ସ ସାର ଓ ଆମୋନିୟମ ସଲଫେଟ୍ ବ୍ୟବହାର ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ

09 Oct 2025 By Deviprasad Mohanty

ବଜ୍ରପାତରେ ଜଳିଗଲା ଲିଙ୍ଗରାଜଙ୍କ ବାନା

ଭୁବନେଶ୍ବର: ବଜ୍ରପାତରେ ଜଳିଗଲା ଲିଙ୍ଗରାଜଙ୍କ ବାନା । ଗତକାଲି ପ୍ରବଳ ବର୍ଷା ଓ ଘଡ଼ଘଡ଼ିରେ ଏପରି ହୋଇଥିବା ଜଣାପଡ଼ିଛି। ଲିଙ୍ଗରାଜ ମନ୍ଦିରର ବାନା ପୋଡ଼ି ଯାଇଛି। ବଜ୍ରପାତରେ କିଛି ସିସିଟିଭି ମଧ୍ୟ ନଷ୍ଟ ହୋଇଥିବା ଜଣାପଡ଼ିଛି। ଏପରିକି ଗର୍ଭଗୃହରେ ଲାଗିଥିବା ବିଜୁଳି ବଲ୍ ବି ପୋଡ଼ି ଯାଇଛି। ଆଜି ସକାଳେ ମନ୍ଦିର ସେବାୟତ ସବୁ ଯାଞ୍ଚ କରିବା ପରେ ଏହା ଜଣାପଡ଼ିଛି। ଲିଙ୍ଗରାଜ ମନ୍ଦିରରେ ମୋଟ ୩୫ଟି ସିସିଟିଭି କ୍ୟାମେରା ଲାଗିଛି। ବଜ୍ରପାତରେ କେତେ କ୍ୟାମେରା ନଷ୍ଟ ହୋଇଛି ତାହା ସ୍ପଷ୍ଟ ହୋଇନି। ବାନା ପୋଡ଼ି ଯିବା ପରେ ଏଏସଆଇ ଟିମ୍ ଲିଙ୍ଗରାଜ ମନ୍ଦିରକୁ ଯାଇ ଅନୁଧ୍ୟାନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର