ସାପ କାମୁଡାରେ ନନ୍ଦନକାନନର ଏକ ସିଂହୀର ମୃତ୍ୟୁ

The Sakala Picture
Published On

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ସିଂହୀର ମୃତ୍ୟୁ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସିଂହୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ମୃତ୍ଯୁ ପରେ ନନ୍ଦନକାନନରେ ସିଂହ ସଂଖ୍ୟା ୧୬କୁ ହ୍ରାସ ପାଇଛି। ସୂଚନା ଅନୁଯାୟୀ, କାଲି ସନ୍ଧ୍ଯାରେ ଉକ୍ତ ସିଂହୀକୁ ସାପ କାମୁଡ଼ିଥିଲା। ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ସିଂହୀଟିର ମୃତ୍ୟୁ ହୋଇଛି । ପ୍ରାଣୀ ଉଦ୍ୟାନର ୨୯(ବି) ଖୁଆଡ଼ରେ ମୃତ ଆଫ୍ରିୟ ସିଂହୀଟି ରହୁଥିବା ଜଣାପଡ଼ିଛି ।  

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ସିଂହୀର ମୃତ୍ୟୁ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସିଂହୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏହି ମୃତ୍ଯୁ ପରେ ନନ୍ଦନକାନନରେ ସିଂହ ସଂଖ୍ୟା ୧୬କୁ ହ୍ରାସ ପାଇଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ସୂଚନା ଅନୁଯାୟୀ, କାଲି ସନ୍ଧ୍ଯାରେ ଉକ୍ତ ସିଂହୀକୁ ସାପ କାମୁଡ଼ିଥିଲା। ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ସିଂହୀଟିର ମୃତ୍ୟୁ ହୋଇଛି । ପ୍ରାଣୀ ଉଦ୍ୟାନର ୨୯(ବି) ଖୁଆଡ଼ରେ ମୃତ ଆଫ୍ରିୟ ସିଂହୀଟି ରହୁଥିବା ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

 

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର