ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ବନ୍ଦ ରହିବ ମଦ ଦୋକାନ

The Sakala Picture
Published On

ଭୁବନେଶ୍ୱର: ଅବକାରୀ ବିଭାଗର ପକ୍ଷରୁ ବଡ଼ ପଦକ୍ଷେପ। ମଦ ମୁକ୍ତ ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଜିଲ୍ଲାରେ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରାଯିବ। ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ସବୁ ମଦ କାଉଣ୍ଟର ବନ୍ଦ ରହିବ ବୋଲି ନିଷ୍ପତି ହୋଇଛି । ଏନେଇ ଅବକାରୀ ବିଭାଗ ଡେପୁଟି କମିଶନର ରାମଚନ୍ଦ୍ର ପାଲଟା ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି । ମଦମୁକ୍ତ ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଜିଲ୍ଲାରେ ସ୍ୱତନ୍ତ୍ର ସ୍କ୍ୱାଡ୍‌ ଗଠନ କରାଯାଇଛଇ । ଏହି ସ୍କ୍ୱାଡ୍‌ […]

ଭୁବନେଶ୍ୱର: ଅବକାରୀ ବିଭାଗର ପକ୍ଷରୁ ବଡ଼ ପଦକ୍ଷେପ। ମଦ ମୁକ୍ତ ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଜିଲ୍ଲାରେ ସ୍ୱତନ୍ତ୍ର ସ୍କ୍ୱାଡ ଗଠନ କରାଯିବ। ନିର୍ବାଚନର ୪୮ ଘଣ୍ଟା ପୂର୍ବରୁ ସବୁ ମଦ କାଉଣ୍ଟର ବନ୍ଦ ରହିବ ବୋଲି ନିଷ୍ପତି ହୋଇଛି । ଏନେଇ ଅବକାରୀ ବିଭାଗ ଡେପୁଟି କମିଶନର ରାମଚନ୍ଦ୍ର ପାଲଟା ପ୍ରେସମିଟ୍ ଜରିଆରେ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ମଦମୁକ୍ତ ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଜିଲ୍ଲାରେ ସ୍ୱତନ୍ତ୍ର ସ୍କ୍ୱାଡ୍‌ ଗଠନ କରାଯାଇଛଇ । ଏହି ସ୍କ୍ୱାଡ୍‌ ବିଭିନ୍ନ ଦିଗରୁ ମଦ କାରବାର ବନ୍ଦ ରଖିବାକୁ ପଦକ୍ଷେପ ଦେବ । ଏମିତିକି ବିଭିନ୍ନ ସ୍ଥାନରେ ବିଭାଗ ପକ୍ଷରୁ ଜୋରଦାର ଚଢ଼ାଉ ହେବ ବୋଲି କହିଛନ୍ତି ଅବକାରୀ ବିଭାଗ କମିଶନର । ସେ ଆହୁରି ମଧ୍ୟ କହିଛନ୍ତି, ନିଶା କାରବାର ରୋକିବାକୁ ବର୍ଡର ଚେକ୍ ପୋଷ୍ଟ କରାଯିବ । ଏମିତିକି ଟୋଲ୍ ଫ୍ରି ନମ୍ବର ୧୮୦୦ ୩୪୫୬୭୧୩ରେ ସାଧାରଣ ଲୋକ ଅଭିଯୋଗ କରିପାରିବେ । ନିର୍ବାଚନର ବେଳେ ୪୮ ଘଣ୍ଟା ପୂର୍ବରୁ ମଦ ଦୋକାନ ବନ୍ଦ ହେବା ନିଷ୍ପତି ହୋଇଛି ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର