ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ପ୍ରଥମେ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ପୁରୀ- ଅରୁପ ପଟ୍ଟନାୟକ ଯାଜପୁର- ଶର୍ମିଷ୍ଠା ସେଠୀ ଢ଼େଙ୍କାନାଳ- ଅବିନାଶ ସାମଲ ଜଗସିଂହପୁର – ରାଜଶ୍ରୀ ମଲ୍ଲିକ କନ୍ଧମାଳ- ଅଚ୍ୟୁତ ସାମନ୍ତ କଟକ – ସଂତୃପ୍ତ ମିଶ୍ର

ଭୁବନେଶ୍ବର: ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ପ୍ରଥମେ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।

ପୁରୀ- ଅରୁପ ପଟ୍ଟନାୟକ
ଯାଜପୁର- ଶର୍ମିଷ୍ଠା ସେଠୀ
ଢ଼େଙ୍କାନାଳ- ଅବିନାଶ ସାମଲ
ଜଗସିଂହପୁର – ରାଜଶ୍ରୀ ମଲ୍ଲିକ
କନ୍ଧମାଳ- ଅଚ୍ୟୁତ ସାମନ୍ତ
କଟକ – ସଂତୃପ୍ତ ମିଶ୍ର

About The Author: The Sakala