ଯୁକ୍ତ ତିନି ସ୍ପଟ୍ ନାମଲେଖା ପାଇଁ ମେଧା ତାଲିକା ଆଜି, ଅକ୍ଟୋବର ୨୭ ରୁ ୩୦ ମଧ୍ୟରେ ନାମଲେଖା

The Sakala Picture
Published On

ଭୁବନେଶ୍ୱର: ଯୁକ୍ତ ୩ ରେ ଖାଲି ରହିଥିବା ୧ ଲକ୍ଷ ୩ ହଜାର ସିଟ୍‌ରେ ସ୍ପଟ୍ ନାମଲେଖା ଆସନ୍ତା ୨୭ରୁ ଆରମ୍ଭ ହେବାକୁ ଥିବାବେଳେ ଆଜି ମେଧା ତାଲିକା ପ୍ରକାଶ ପାଇବ। ଆଜି କଲେଜର ଇସ୍ପେସରେ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ପିଲାଙ୍କ ତାଲିକା ପ୍ରକାଶ ପାଇବ। ୨୪ରୁ ୨୭ ତାରିଖ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ କଲେଜରେ ଫି’ ଦାଖଲ କରିବାକୁ ପଡ଼ିବ। ସେହିପରି ଅକ୍ଟୋବର ୨୭ ଏବଂ ୨୮ ତାରିଖରେ ଛାତ୍ରଛାତ୍ରୀଙ୍କ କାଗଜପତ୍ର(ଡକ୍ୟୁମେଣ୍ଟ) ଯାଞ୍ଚ କରାଯିବ। […]

ଭୁବନେଶ୍ୱର: ଯୁକ୍ତ ୩ ରେ ଖାଲି ରହିଥିବା ୧ ଲକ୍ଷ ୩ ହଜାର ସିଟ୍‌ରେ ସ୍ପଟ୍ ନାମଲେଖା ଆସନ୍ତା ୨୭ରୁ ଆରମ୍ଭ ହେବାକୁ ଥିବାବେଳେ ଆଜି ମେଧା ତାଲିକା ପ୍ରକାଶ ପାଇବ। ଆଜି କଲେଜର ଇସ୍ପେସରେ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ପିଲାଙ୍କ ତାଲିକା ପ୍ରକାଶ ପାଇବ। ୨୪ରୁ ୨୭ ତାରିଖ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ କଲେଜରେ ଫି’ ଦାଖଲ କରିବାକୁ ପଡ଼ିବ। ସେହିପରି ଅକ୍ଟୋବର ୨୭ ଏବଂ ୨୮ ତାରିଖରେ ଛାତ୍ରଛାତ୍ରୀଙ୍କ କାଗଜପତ୍ର(ଡକ୍ୟୁମେଣ୍ଟ) ଯାଞ୍ଚ କରାଯିବ। ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ୨୭ରୁ ୩୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବା ନେଇ ଉଚ୍ଚ ଶିକ୍ଷା ବିଭାଗ ଦର୍ଶାଇଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

23 Oct 2021 By The Sakala

ଯୁକ୍ତ ତିନି ସ୍ପଟ୍ ନାମଲେଖା ପାଇଁ ମେଧା ତାଲିକା ଆଜି, ଅକ୍ଟୋବର ୨୭ ରୁ ୩୦ ମଧ୍ୟରେ ନାମଲେଖା

ଭୁବନେଶ୍ୱର: ଯୁକ୍ତ ୩ ରେ ଖାଲି ରହିଥିବା ୧ ଲକ୍ଷ ୩ ହଜାର ସିଟ୍‌ରେ ସ୍ପଟ୍ ନାମଲେଖା ଆସନ୍ତା ୨୭ରୁ ଆରମ୍ଭ ହେବାକୁ ଥିବାବେଳେ ଆଜି ମେଧା ତାଲିକା ପ୍ରକାଶ ପାଇବ। ଆଜି କଲେଜର ଇସ୍ପେସରେ ନାମଲେଖା ପାଇଁ ଯୋଗ୍ୟ ବିବେଚିତ ହୋଇଥିବା ପିଲାଙ୍କ ତାଲିକା ପ୍ରକାଶ ପାଇବ। ୨୪ରୁ ୨୭ ତାରିଖ ମଧ୍ୟରେ ଛାତ୍ରଛାତ୍ରୀଙ୍କୁ କଲେଜରେ ଫି’ ଦାଖଲ କରିବାକୁ ପଡ଼ିବ। ସେହିପରି ଅକ୍ଟୋବର ୨୭ ଏବଂ ୨୮ ତାରିଖରେ ଛାତ୍ରଛାତ୍ରୀଙ୍କ କାଗଜପତ୍ର(ଡକ୍ୟୁମେଣ୍ଟ) ଯାଞ୍ଚ କରାଯିବ। ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ନାମଲେଖା ୨୭ରୁ ୩୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବା ନେଇ ଉଚ୍ଚ ଶିକ୍ଷା ବିଭାଗ ଦର୍ଶାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର