ରାଜ୍ୟରେ ଜୁନ୍‌ ୧୭ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ଲକ୍‌ଡାଉନ୍ । ଜୁନ୍‌ ୧ ଠାରୁ ଜୁନ୍‌ ୧୭ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍ । ୧୬ ଦିନ ଲକ୍‌ଡାଉନ ବଢ଼ାଇଲେ ରାଜ୍ୟ ସରକାର। ଜୁନ ୧ ତାରିଖ ସକାଳେ ଶେଷ ହେବାକୁ ଥିଲା ଲକ୍‌ଡାଉନ୍‌। ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୧୦ ହଜାର ତଳକୁ ଖସିଛି କରୋନା ସଂକ୍ରମଣ। ତେବେ କରୋନାକୁ ମାତ ଦେବା ପାଇଁ ପୁଣି ଆଜିଠୁ ଆଉଥରେ ବଢ଼ିଲା ଲକ୍‌ଡାଉନ୍‌। ତୃତୀୟ […]

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ଲକ୍‌ଡାଉନ୍ । ଜୁନ୍‌ ୧ ଠାରୁ ଜୁନ୍‌ ୧୭ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍ । ୧୬ ଦିନ ଲକ୍‌ଡାଉନ ବଢ଼ାଇଲେ ରାଜ୍ୟ ସରକାର। ଜୁନ ୧ ତାରିଖ ସକାଳେ ଶେଷ ହେବାକୁ ଥିଲା ଲକ୍‌ଡାଉନ୍‌। ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୧୦ ହଜାର ତଳକୁ ଖସିଛି କରୋନା ସଂକ୍ରମଣ। ତେବେ କରୋନାକୁ ମାତ ଦେବା ପାଇଁ ପୁଣି ଆଜିଠୁ ଆଉଥରେ ବଢ଼ିଲା ଲକ୍‌ଡାଉନ୍‌। ତୃତୀୟ ଥର ପାଇଁ ବଢ଼ିବ ଲକ୍‌ଡାଉନ୍‌। କରୋନାକୁ କଣ୍ଟ୍ରୋଲକୁ ଆଣିବା ପାଇଁ ବାରମ୍ବାର ବଢ଼ୁଛି ଲକଡାଉନ। ପୂର୍ବପରି ସବୁଠି କଡ଼ା କଟକଣା ଜାରି ରହିବ। ଅତ୍ୟାବଶ୍ୟକ ସେବା ବ୍ୟତିତ ଅନ୍ୟ ସବୁକିଛି ବନ୍ଦ ରହିଛି।

ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର

ଜୁନ୍‌ ୧୭ ତାରିଖ ସକାଳ ଯାଏଁ ଲକଡାଉନ କଟକଣା ବଳବତ୍ତର ରହିବ। ଏହି ସମୟରେ ସପ୍ତାହାନ୍ତ ସଟ୍‌ଡାଉନ୍ ବି ଲାଗୁ ହେବ। କଟକଣା ସମୟରେ ସ୍ୱାସ୍ଥ୍ୟସେବା ଓ ଜରୁରୀ ସେବାକୁ ଅନୁମତି ମିଳିଛି। ଲକ୍‌ଡାଉନ୍ ବେଳେ ଘରଠାରୁ ୫ଶହ ମିଟର ଭିତରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପରିବା କିଣିପାରିବେ ଜନସାଧାରଣ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

ଗାଇଡଲାଇନରେ ସାମାନ୍ୟ ପରିବର୍ତ୍ତନ ଆଣିଛନ୍ତି SRC। ଅତ୍ୟାବଶ୍ୟକ ହେଲେ ବାଇକରେ ଜଣେ ଯାଇପାରିବେ। କାର, ଅଟୋ, ଓବେର, ଓଲାରେ ଯାଉଥିଲେ ଡ୍ରାଇଭର ସହ ୨ଜଣ ଯାଇପାରିବେ। ଜରୁରୀ ଚିକିତ୍ସା ସେବା ପାଇଁ ୨ଜଣ ପଛ ସିଟରେ ବସି ମଧ୍ୟ ଯାଇପାରିବେ। CRUT ପକ୍ଷରୁ କେବଳ ଏୟାରପୋର୍ଟ, ରେଲଓ୍ୱେ ଷ୍ଟେସନରୁ ମୋ ବସ୍‌ ସେବା ଜାରି ରହିବ। ୨ଟି ସ୍ଥାନ ବ୍ୟତୀତ ଅନ୍ୟ କେଉଁଠି ବି ରହିବନି ମୋ ବସ୍। ଯାତ୍ରାବେଳେ ବସ’ରେ ଛିଡା ହୋଇ କେହି ଯାଇପାରିବେ ନାହିଁ।

ଆହୁରି ପଢ଼ନ୍ତୁ: ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ହଜାର ହଜାର ଭକ୍ତ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ପ୍ରବଳ ଟ୍ରାଫିକ୍ ଜାମ୍

30 May 2021 By The Sakala

ରାଜ୍ୟରେ ଜୁନ୍‌ ୧୭ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା ଲକ୍‌ଡାଉନ୍ । ଜୁନ୍‌ ୧ ଠାରୁ ଜୁନ୍‌ ୧୭ ସକାଳ ୫ଟା ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍ । ୧୬ ଦିନ ଲକ୍‌ଡାଉନ ବଢ଼ାଇଲେ ରାଜ୍ୟ ସରକାର। ଜୁନ ୧ ତାରିଖ ସକାଳେ ଶେଷ ହେବାକୁ ଥିଲା ଲକ୍‌ଡାଉନ୍‌। ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୧୦ ହଜାର ତଳକୁ ଖସିଛି କରୋନା ସଂକ୍ରମଣ। ତେବେ କରୋନାକୁ ମାତ ଦେବା ପାଇଁ ପୁଣି ଆଜିଠୁ ଆଉଥରେ ବଢ଼ିଲା ଲକ୍‌ଡାଉନ୍‌। ତୃତୀୟ ଥର ପାଇଁ ବଢ଼ିବ ଲକ୍‌ଡାଉନ୍‌। କରୋନାକୁ କଣ୍ଟ୍ରୋଲକୁ ଆଣିବା ପାଇଁ ବାରମ୍ବାର ବଢ଼ୁଛି ଲକଡାଉନ। ପୂର୍ବପରି ସବୁଠି କଡ଼ା କଟକଣା ଜାରି ରହିବ। ଅତ୍ୟାବଶ୍ୟକ ସେବା ବ୍ୟତିତ ଅନ୍ୟ ସବୁକିଛି ବନ୍ଦ ରହିଛି।

ଜୁନ୍‌ ୧୭ ତାରିଖ ସକାଳ ଯାଏଁ ଲକଡାଉନ କଟକଣା ବଳବତ୍ତର ରହିବ। ଏହି ସମୟରେ ସପ୍ତାହାନ୍ତ ସଟ୍‌ଡାଉନ୍ ବି ଲାଗୁ ହେବ। କଟକଣା ସମୟରେ ସ୍ୱାସ୍ଥ୍ୟସେବା ଓ ଜରୁରୀ ସେବାକୁ ଅନୁମତି ମିଳିଛି। ଲକ୍‌ଡାଉନ୍ ବେଳେ ଘରଠାରୁ ୫ଶହ ମିଟର ଭିତରେ ସକାଳ ୬ଟାରୁ ୧୨ଟା ମଧ୍ୟରେ ଚାଲି ଚାଲି ଯାଇ ପରିବା କିଣିପାରିବେ ଜନସାଧାରଣ।

ଗାଇଡଲାଇନରେ ସାମାନ୍ୟ ପରିବର୍ତ୍ତନ ଆଣିଛନ୍ତି SRC। ଅତ୍ୟାବଶ୍ୟକ ହେଲେ ବାଇକରେ ଜଣେ ଯାଇପାରିବେ। କାର, ଅଟୋ, ଓବେର, ଓଲାରେ ଯାଉଥିଲେ ଡ୍ରାଇଭର ସହ ୨ଜଣ ଯାଇପାରିବେ। ଜରୁରୀ ଚିକିତ୍ସା ସେବା ପାଇଁ ୨ଜଣ ପଛ ସିଟରେ ବସି ମଧ୍ୟ ଯାଇପାରିବେ। CRUT ପକ୍ଷରୁ କେବଳ ଏୟାରପୋର୍ଟ, ରେଲଓ୍ୱେ ଷ୍ଟେସନରୁ ମୋ ବସ୍‌ ସେବା ଜାରି ରହିବ। ୨ଟି ସ୍ଥାନ ବ୍ୟତୀତ ଅନ୍ୟ କେଉଁଠି ବି ରହିବନି ମୋ ବସ୍। ଯାତ୍ରାବେଳେ ବସ’ରେ ଛିଡା ହୋଇ କେହି ଯାଇପାରିବେ ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର