ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

The Sakala Picture
Published On

ଭୁବନେଶ୍ୱର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ ବୋଲି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଏଫ୍‌ସିଆଇ ଚାଉଳ ନ ଉଠାଇବା ପ୍ରସଙ୍ଗ: ସରକାରଙ୍କ ଅପାରଗତା ପାଇଁ ଯୋଗାଣ ବ୍ୟବସ୍ଥା ଫେଲ୍‌ ମାରିଛି କହିଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର