ଜାନୁଆରୀ ମାସର ଛୁଟି ଦିନ ଗୁଡିକରେ ଦର୍ଶକଙ୍କ ପାଇଁ ଖୋଲାରହିବ ଲୋକସେବା ଭବନ ପୁଷ୍ପ ଉଦ୍ୟାନ

The Sakala Picture
Published On

ଭୁବନେଶ୍ବର:  ଜାନୁଆରୀ ୨୦୨୩ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣ ଙ୍କ ପାଇଁ ଖୋଲା ରହିବ। ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ୮ଟି ଛୁଟିରେ ଅପରାହ୍ନ ୪ ଟାରୁ ୬ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ। ଆଜି ନୂଆ ବର୍ଷରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ। ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ […]

ଭୁବନେଶ୍ବର:  ଜାନୁଆରୀ ୨୦୨୩ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣ ଙ୍କ ପାଇଁ ଖୋଲା ରହିବ। ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ୮ଟି ଛୁଟିରେ ଅପରାହ୍ନ ୪ ଟାରୁ ୬ଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ। ଆଜି ନୂଆ ବର୍ଷରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ। ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର