ଆଜି ମହାପ୍ରଭୁଙ୍କ ବନକଲାଗି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। […]

ପୁରୀ: ଶ୍ରୀମନ୍ଦିରରେ ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥିରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର