ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା

Madhusudan Das Picture
Published On

ଭୁବନେଶ୍ୱର: ଶୀତରେ ଆସୁଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି। ଭାରତ ମହାସାଗର ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେଲେ ବର୍ଷାର ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

06 Jan 2026 By Madhusudan Das

ସୃଷ୍ଟି ହେଲା ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା

ଭୁବନେଶ୍ୱର: ଶୀତରେ ଆସୁଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି। ଭାରତ ମହାସାଗର ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ପୂର୍ବ ବିଷୁବରେଖା ନିକଟରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେଲେ ବର୍ଷାର ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର