ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ୨୪ରେ ବାତ୍ୟାର ରୂପ ନେବ, ୨୬ରେ ସ୍ଥଳଭାଗ ଛୁଇଁବ

The Sakala Picture
Published On

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ୨୪ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହା କ୍ରମଶଃ ଘନୀଭୂତ ହୋଇ ଅତି ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାପଡ଼ିଛି। Low pressure area has formed over eastcentral BoB today morning. […]

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ୨୪ ତାରିଖ ସୁଦ୍ଧା ଏହା ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହା କ୍ରମଶଃ ଘନୀଭୂତ ହୋଇ ଅତି ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ । ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଭାରତକୁ ବିପଦରେ ପକାଇଛି ସୌର ଝଡ଼; ପ୍ରବଳ ରେଡିଓ ବ୍ଲାକ୍‌ ଆଉଟ୍‌ ନେଇ ଇସ୍ରୋର ଚେତାବନୀ


୨୬ ତାରିଖ ସକାଳେ ପଶ୍ଚିମବଙ୍ଗ ଏବଂ ତତସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳ ଓ ବାଂଲାଦେଶ ଉପକୂଳକୁ ଏହା ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ବାତ୍ୟା ପ୍ରଭାବରେ ୨୪ ତାରିଖରୁ ପବନ ଆରମ୍ଭ ହେବ । ୨୫ ତାରିଖରେ ଓଡ଼ିଶା ଉପକୂଳ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp