ଆସନ୍ତା ୨୨ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ୨୪ରେ ନେଇପାରେ ଅବପାତ ରୂପ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୨୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମେ ଘନିଭୂତ ହୋଇ ୨୪ ତାରିଖରେ ଅବପାତ ରୂପ ନେଇପାରେ। ତେବେ ଏହାର ଗତିପଥ ଓ ତୀବ୍ରତା ଇତ୍ୟାଦି ଅସ୍ପଷ୍ଟ ରହିଛି। ଆସନ୍ତା ୩ରୁ ୪ଦିନ ମଧ୍ୟରେ ଏହି ସିଷ୍ଟମ ସମ୍ପର୍କରେ ଅଧିକ ତଥ୍ୟ ମିଳିପାରିବ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର