ଘନୀଭୂତ ହେଉଛି ସକ୍ରିୟ ଲଘୁଚାପ, ଆଜି ସନ୍ଧ୍ୟା ସୁଦ୍ଧା ନେଇପାରେ ଅବପାତର ରୂପ

The Sakala Picture
Published On

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଆଜି ସନ୍ଧ୍ୟା ସୁଦ୍ଧା ନେଇପାରେ ଅବପାତର ରୂପ ।ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଏହା ବାତ୍ୟାର ରୁପ ନେଇପାରେ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୮ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ନିକଟସ୍ଥ ତାମିଲନାଡୁ-ପୁଡ଼ୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳ ସମୁଦ୍ର ପାଖାପାଖି ପହଞ୍ଚିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଏସବୁ ରାଜ୍ୟରେ ଆସନ୍ତା ୭ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ । ୮ […]

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଆଜି ସନ୍ଧ୍ୟା ସୁଦ୍ଧା ନେଇପାରେ ଅବପାତର ରୂପ ।ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଏହା ବାତ୍ୟାର ରୁପ ନେଇପାରେ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୮ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ନିକଟସ୍ଥ ତାମିଲନାଡୁ-ପୁଡ଼ୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳ ସମୁଦ୍ର ପାଖାପାଖି ପହଞ୍ଚିବା ସମ୍ଭାବନା ରହିଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ଏହାର ପ୍ରଭାବରେ ଏସବୁ ରାଜ୍ୟରେ ଆସନ୍ତା ୭ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ । ୮ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ଘଣ୍ଟା ପ୍ରତି ୬୦-୭୦ କିମି ତଥା ସ୍ଥଳ ବିଶେଷରେ ୮୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୯ ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ଓ ପବନ ଲାଗି ରହିବ । ଆସନ୍ତା ୭ ତାରିଖରେ ବାତ୍ୟାର ବେଗ, ପ୍ରଭାବ ଓ ଲ୍ୟାଣ୍ଡଫଲ ସମ୍ପର୍କରେ ସବିଶେଷ ଚିତ୍ର ମିଳିପାରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆହୁରି ପଢ଼ନ୍ତୁ: କୋଣାର୍କ ସୂର୍ଯ୍ୟମନ୍ଦିରରୁ ବାଲିକଢ଼ା ପ୍ରକ୍ରିୟା: ଗର୍ଭଗୃହକୁ ଟନେଲ୍‌ ନିର୍ମାଣ ଆରମ୍ଭ, ଉଚ୍ଚସ୍ତରୀୟ ବୈଷୟିକ ଟିମ୍ ଅନୁଧ୍ୟାନ ପରେ କଢ଼ାଯିବ ବାଲି

06 Dec 2022 By The Sakala

ଘନୀଭୂତ ହେଉଛି ସକ୍ରିୟ ଲଘୁଚାପ, ଆଜି ସନ୍ଧ୍ୟା ସୁଦ୍ଧା ନେଇପାରେ ଅବପାତର ରୂପ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଆଜି ସନ୍ଧ୍ୟା ସୁଦ୍ଧା ନେଇପାରେ ଅବପାତର ରୂପ ।ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଏହା ବାତ୍ୟାର ରୁପ ନେଇପାରେ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୮ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ନିକଟସ୍ଥ ତାମିଲନାଡୁ-ପୁଡ଼ୁଚେରୀ ତଥା ଦକ୍ଷିଣ ଆନ୍ଧ୍ର ଉପକୂଳ ସମୁଦ୍ର ପାଖାପାଖି ପହଞ୍ଚିବା ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ଏସବୁ ରାଜ୍ୟରେ ଆସନ୍ତା ୭ ତାରିଖ ରାତିରୁ ବର୍ଷା ଆରମ୍ଭ ହେବ । ୮ ତାରିଖରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ଘଣ୍ଟା ପ୍ରତି ୬୦-୭୦ କିମି ତଥା ସ୍ଥଳ ବିଶେଷରେ ୮୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ୯ ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ଓ ପବନ ଲାଗି ରହିବ । ଆସନ୍ତା ୭ ତାରିଖରେ ବାତ୍ୟାର ବେଗ, ପ୍ରଭାବ ଓ ଲ୍ୟାଣ୍ଡଫଲ ସମ୍ପର୍କରେ ସବିଶେଷ ଚିତ୍ର ମିଳିପାରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର