ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

The Sakala Picture
Published On

ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ। ଏହା ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି। ସେପଟେ, ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି। ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରାଇବା ସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। […]

ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ। ଏହା ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡରରେ ପିଟି ହେଲା ସ୍କର୍ପିଓ, ଶାଶୂ ଓ ଜ୍ୱାଇଁଙ୍କ ମୃତ୍ୟୁ

ସେପଟେ, ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି। ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରାଇବା ସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ବର୍ଷା ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ଷା ଓ ବଜ୍ରପାତ ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ହକି ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର