ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ। ଏହା ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି। ସେପଟେ, ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି। ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରାଇବା ସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। […]

ଭୁବନେଶ୍ବର: ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହେବ। ଏହା ଧିରେ ଧିରେ ଉତ୍ତରମୁହାଁ ହେବା ସମ୍ଭାବନା ରହିଛି।

ସେପଟେ, ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ SRCଙ୍କ ଚିଠି। ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରାଇବା ସହ କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ବର୍ଷା ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ବର୍ଷା ଓ ବଜ୍ରପାତ ସମୟରେ ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ।

About The Author: The Sakala