ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୩୬ ଘଣ୍ଟାରେ ନେଇପାରେ ଅବପାତର ରୂପ

Madhusudan Das Picture
Published On

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୩୬ ଘଣ୍ଟାରେ ଏହା ଅବପାତର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ରୁ ୭ ଦିନ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଉପକୂଳ ୧୦ ଜିଲ୍ଲାକୁ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। 

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର