ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ
ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ତଥା ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ। ଉପକୂଳରେ […]
ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ।
ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି
ଆଭ୍ୟନ୍ତରୀଣ ତଥା ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ। ଉପକୂଳରେ କୋହୋଲା ପାଗ ସହ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ସହ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି।
23 May 2024
By The Sakala
ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ
ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହେବାରେ ଲାଗିଛି । ଉତ୍ତରପୂର୍ବ ଦିଗରେ ଗତି କରି ଘନୀଭୂତ ହୋଇ ୨୪ ତାରିଖ ସକାଳେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୨୫ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହାର ପ୍ରଭାବରେ ୨୫ ଓ ୨୬ ତାରିଖରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇପାରେ ।
ଆଭ୍ୟନ୍ତରୀଣ ତଥା ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିପାରେ। ଉପକୂଳରେ କୋହୋଲା ପାଗ ସହ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ସହ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ଆକଳନ କରାଯାଇଛି।
⊕ https://www.thesakala.in/latest-odisha-news/low-pressure-is-active-over-west-bay-of-bengal/article-32358