ଆସୁଛି ଲଘୁଚାପ, ୨୩ରୁ ପୁଣି ବଢ଼ିବ ବର୍ଷା…

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୨-୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬ ପର୍ଯ୍ୟନ୍ତ ଜାରି ରହିବ। ୨୪ ଓ ୨୫ ତାରିଖରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ମିଳିଥିବା ସୂଚନାନୁଯାୟୀ, ଏହି ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୨-୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬ ପର୍ଯ୍ୟନ୍ତ ଜାରି ରହିବ। ୨୪ ଓ ୨୫ ତାରିଖରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ମିଳିଥିବା ସୂଚନାନୁଯାୟୀ, ଏହି ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଲଘୁଚାପଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସମୀନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

18 Jul 2025 By The Sakala

ଆସୁଛି ଲଘୁଚାପ, ୨୩ରୁ ପୁଣି ବଢ଼ିବ ବର୍ଷା…

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୨୨-୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬ ପର୍ଯ୍ୟନ୍ତ ଜାରି ରହିବ। ୨୪ ଓ ୨୫ ତାରିଖରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ମିଳିଥିବା ସୂଚନାନୁଯାୟୀ, ଏହି ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଲଘୁଚାପଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସମୀନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

https://www.thesakala.in/latest-odisha-news/low-pressure-is-coming-rainfall-will-increase-again-from-23rd-july/article-41651
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର