ଆସୁଛି ଲଘୁଚାପ: ତାତିରୁ ମିଳିବ ଆଶ୍ବସ୍ତି, ହିଟ୍ ୱେଭରେ ଲାଗିବ ବ୍ରେକ୍‌

The Sakala Picture
Published On

ଭୁବନେଶ୍ବର: ରାଜ୍ଯବାସୀଙ୍କ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଖୁସି ଖବର। ଆସୁଛି ଲଘୁଚାପ। ଆସହ୍ଯ ତାତିରୁ ରାଜ୍ଯବାସୀଙ୍କୁ ଆଶ୍ବସ୍ତି ମିଳିବ। ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାରି ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା […]

ଭୁବନେଶ୍ବର: ରାଜ୍ଯବାସୀଙ୍କ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଖୁସି ଖବର। ଆସୁଛି ଲଘୁଚାପ। ଆସହ୍ଯ ତାତିରୁ ରାଜ୍ଯବାସୀଙ୍କୁ ଆଶ୍ବସ୍ତି ମିଳିବ। ମେ’ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାରି ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର