ରାଜ୍ୟରେ ୨୭ରେ ଆଉ ଏକ ଲଘୁଚାପ, ୨୯ରେ ଅବପାତ ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଥିବା ବେଳେ ଏହାରି ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା […]
ଭୁବନେଶ୍ବର: ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଥିବା ବେଳେ ଏହାରି ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
୨୭ ରେ #ଲଘୁଚାପ , ୨୯ରେ #ଅବପାତ ସମ୍ଭାବନା !! pic.twitter.com/fyx7wjT31z
ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର— Meteorological Centre, Bhubaneswar (@mcbbsr) November 24, 2023
ରାଜ୍ୟରେ ୨୭ରେ ଆଉ ଏକ ଲଘୁଚାପ, ୨୯ରେ ଅବପାତ ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଥିବା ବେଳେ ଏହାରି ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
୨୭ ରେ #ଲଘୁଚାପ , ୨୯ରେ #ଅବପାତ ସମ୍ଭାବନା !! pic.twitter.com/fyx7wjT31z
— Meteorological Centre, Bhubaneswar (@mcbbsr) November 24, 2023