ଅକ୍ଟୋବର ୧ରେ ଲଘୁଚାପ - ଆଜି ସୃଷ୍ଟିହେବ ଘୂର୍ଣ୍ଣିବଳୟ

୨୦ ଜିଲ୍ଲାକୁ ବର୍ଷା ସତର୍କତା ଜାରି

The Sakala Picture
Published On

ଭୁବନେଶ୍ଵର: ମଙ୍ଗଳବାର ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଦକ୍ଷିଣ ଚାଇନା ସାଗରରୁ ଏହା ଆଣ୍ଡାମା Iମାନ ସାଗରକୁ ପ୍ରବେଶ କରିବ ଏହା ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ ବର୍ଷୀ କେନ୍ଦ୍ରୀୟ ବଙ୍ଗୋମ ପସାଗର ଅଞ୍ଚଳ ଞ୍ଚଳରେ ଏକ ସୃଷ୍ଟି ହେବ। ଏ ଏହାଦ୍ବାରା ରାଜ୍ୟର ୧ତାରିଖ ବେଳକୁ ନୂତନ ଲଘୁଚାପ ବିଭିନ୍ନ ସ୍ଥାନରେ ପୁଣି ବର୍ଷାର ପରିମାଣ ବଢ଼ିପାରେ। ମଙ୍ଗଳବାର ଅର୍ଥାତ୍ ଅଷ୍ଟମୀରେ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ନବମୀ ଓ ଦଶମୀ ବର୍ଷା ଯୋଗୁଁ ଅନେକ ସ୍ଥାନରେ ପ୍ରଭାବିତ ହେବାର ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ମଙ୍ଗଳବାର ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ଭାରୀ ବର୍ଷା ହେବାକୁ ଥ‌ିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼ ସମ୍ବଲପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ଦୁର୍ଗାପୂ ପାଇଁ ସାରା ରାଜ୍ୟ ବର୍ତ୍ତମାନ ଉତ୍ସବମୁଖର ହୋଇପଡ଼ିଥ‌ିବା ବେଳେ କଟକ-ଭୁବନେଶ୍ବରରେ ପୂ ପାଇଁ ବ୍ୟାପକ ଆୟୋଜନ ହୋଇଛି | ମାତ୍ର ନବମୀ ଓ ଦଶମୀରେ ବର୍ଷା ଆଶଙ୍କା ରହିଥ‌ିବାରୁ ଏଥଟ୍ଟ ପୂଜା ପ୍ରଭାବିତ ହେବା ନେଇ ଯଥେଷ୍ଟ ଆଶଙ୍କା ରହିଛି | ଲଘୁଚାପ ଯୋଗୁଁ ବଡ଼ବର୍ଷା ନହେଲେ  ଝିପିଝିପି ବର୍ଷା ଲାଗି ରହିଲେ ବି ପୂଜା ବୁଲାରେ ସମସ୍ୟା ଉପୁଜିବ |ଅନ୍ୟପଟେ, ସମ୍ଭାବ୍ୟ ଲଘୁଚା ଯୋଗୁଁ ସମୁଦ୍ର ମଧ୍ୟରେ ୩୫ରୁ ୪୫ କିମି ବେଗରେ ପବନ ବ‌ହିବ | ଏହାର ଝଟ୍‌କା ପବନ ୫ କିମି ଛୁଇଁବ | ତେଣୁ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କ ସତର୍କ ସୂଚନା ଦିଆଯାଇଛି | ଲଘୁଚାପକୁ ଦୃଷ୍ଟିରେ ରଖ୍ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ମଧ୍ଯ ସତ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟରୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

30 Sep 2025 By The Sakala

ଅକ୍ଟୋବର ୧ରେ ଲଘୁଚାପ - ଆଜି ସୃଷ୍ଟିହେବ ଘୂର୍ଣ୍ଣିବଳୟ

୨୦ ଜିଲ୍ଲାକୁ ବର୍ଷା ସତର୍କତା ଜାରି

ଭୁବନେଶ୍ଵର: ମଙ୍ଗଳବାର ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଦକ୍ଷିଣ ଚାଇନା ସାଗରରୁ ଏହା ଆଣ୍ଡାମା Iମାନ ସାଗରକୁ ପ୍ରବେଶ କରିବ ଏହା ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ ବର୍ଷୀ କେନ୍ଦ୍ରୀୟ ବଙ୍ଗୋମ ପସାଗର ଅଞ୍ଚଳ ଞ୍ଚଳରେ ଏକ ସୃଷ୍ଟି ହେବ। ଏ ଏହାଦ୍ବାରା ରାଜ୍ୟର ୧ତାରିଖ ବେଳକୁ ନୂତନ ଲଘୁଚାପ ବିଭିନ୍ନ ସ୍ଥାନରେ ପୁଣି ବର୍ଷାର ପରିମାଣ ବଢ଼ିପାରେ। ମଙ୍ଗଳବାର ଅର୍ଥାତ୍ ଅଷ୍ଟମୀରେ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ନବମୀ ଓ ଦଶମୀ ବର୍ଷା ଯୋଗୁଁ ଅନେକ ସ୍ଥାନରେ ପ୍ରଭାବିତ ହେବାର ଆଶଙ୍କା ରହିଛି।

ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ମଙ୍ଗଳବାର ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ଭାରୀ ବର୍ଷା ହେବାକୁ ଥ‌ିବା ବେଳେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼ ସମ୍ବଲପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ମଧ୍ୟ ବର୍ଷା ଆଶଙ୍କା ରହିଛି। ଦୁର୍ଗାପୂ ପାଇଁ ସାରା ରାଜ୍ୟ ବର୍ତ୍ତମାନ ଉତ୍ସବମୁଖର ହୋଇପଡ଼ିଥ‌ିବା ବେଳେ କଟକ-ଭୁବନେଶ୍ବରରେ ପୂ ପାଇଁ ବ୍ୟାପକ ଆୟୋଜନ ହୋଇଛି | ମାତ୍ର ନବମୀ ଓ ଦଶମୀରେ ବର୍ଷା ଆଶଙ୍କା ରହିଥ‌ିବାରୁ ଏଥଟ୍ଟ ପୂଜା ପ୍ରଭାବିତ ହେବା ନେଇ ଯଥେଷ୍ଟ ଆଶଙ୍କା ରହିଛି | ଲଘୁଚାପ ଯୋଗୁଁ ବଡ଼ବର୍ଷା ନହେଲେ  ଝିପିଝିପି ବର୍ଷା ଲାଗି ରହିଲେ ବି ପୂଜା ବୁଲାରେ ସମସ୍ୟା ଉପୁଜିବ |ଅନ୍ୟପଟେ, ସମ୍ଭାବ୍ୟ ଲଘୁଚା ଯୋଗୁଁ ସମୁଦ୍ର ମଧ୍ୟରେ ୩୫ରୁ ୪୫ କିମି ବେଗରେ ପବନ ବ‌ହିବ | ଏହାର ଝଟ୍‌କା ପବନ ୫ କିମି ଛୁଇଁବ | ତେଣୁ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କ ସତର୍କ ସୂଚନା ଦିଆଯାଇଛି | ଲଘୁଚାପକୁ ଦୃଷ୍ଟିରେ ରଖ୍ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ମଧ୍ଯ ସତ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟରୁ ପରାମର୍ଶ ଦିଆଯାଇଛି।

https://www.thesakala.in/latest-odisha-news/low-pressure-on-october-1/article-42526
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର