ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଆଜିଠାରୁ ଆରମ୍ଭ ହୋଇଥାଏ ଓଡ଼ିଆ ପଞ୍ଜିକା । ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୁଭେଛା ଟ୍ବିଟର ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଓଡ଼ିଆ ନବବର୍ଷ ଏବଂ ପଣାସଂକ୍ରାନ୍ତି ଉପଲକ୍ଷେ ପ୍ରତିଟି ଓଡିଆଙ୍କୁ ମୋର ଶୁଭେଛା । ସଭିଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ। Happy Odia New […]

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଆଜିଠାରୁ ଆରମ୍ଭ ହୋଇଥାଏ ଓଡ଼ିଆ ପଞ୍ଜିକା । ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୁଭେଛା

ଆହୁରି ପଢ଼ନ୍ତୁ: ସୌମ୍ୟାଶ୍ରୀ ପରିବାରକୁ ବିଜେପି ଧୋକା ଦେଇଛି: ବିଜେଡି

ଟ୍ବିଟର ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଓଡ଼ିଆ ନବବର୍ଷ ଏବଂ ପଣାସଂକ୍ରାନ୍ତି ଉପଲକ୍ଷେ ପ୍ରତିଟି ଓଡିଆଙ୍କୁ ମୋର ଶୁଭେଛା । ସଭିଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ାରେ ଏନକାଉଣ୍ଟର, ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜର ଶୁଭେଛା ବାର୍ତ୍ତା ଜାରି କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଓ ଅସୀମ ଆଶୀର୍ବାଦ ସଭିଙ୍କ ଉପରେ ରହିଥାଉ ବୋଲି ଟ୍ବିଟର ମାଧ୍ୟମରେ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରି ଗୃହମନ୍ତ୍ରୀ ଅମିତ ଶାହା ଶୁଭେଛା ଜଣାଇବା ସହ ଶୁଖ, ସମୃଦ୍ଧି ଓ ଶାନ୍ତି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି। ପୋଲିସ ଡିଜି ଅଭୟ ମଧ୍ୟ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷରେ ଉପଲକ୍ଷେ ଶୁଭେଛା ଜଣାଇଛନ୍ତି ।

14 Apr 2021 By The Sakala

ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ଆଜି ମହାବିଷୁବ ପଣା ସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ । ଆଜିଠାରୁ ଆରମ୍ଭ ହୋଇଥାଏ ଓଡ଼ିଆ ପଞ୍ଜିକା । ଓଡ଼ିଆ ନବବର୍ଷ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୁଭେଛା

ଟ୍ବିଟର ଜରିଆରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଓଡ଼ିଆ ନବବର୍ଷ ଏବଂ ପଣାସଂକ୍ରାନ୍ତି ଉପଲକ୍ଷେ ପ୍ରତିଟି ଓଡିଆଙ୍କୁ ମୋର ଶୁଭେଛା । ସଭିଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ସୁଖ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜର ଶୁଭେଛା ବାର୍ତ୍ତା ଜାରି କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଓ ଅସୀମ ଆଶୀର୍ବାଦ ସଭିଙ୍କ ଉପରେ ରହିଥାଉ ବୋଲି ଟ୍ବିଟର ମାଧ୍ୟମରେ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିପରି ଗୃହମନ୍ତ୍ରୀ ଅମିତ ଶାହା ଶୁଭେଛା ଜଣାଇବା ସହ ଶୁଖ, ସମୃଦ୍ଧି ଓ ଶାନ୍ତି ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି। ପୋଲିସ ଡିଜି ଅଭୟ ମଧ୍ୟ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷରେ ଉପଲକ୍ଷେ ଶୁଭେଛା ଜଣାଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର