୩୫ ମିନିଟରେ ୨୨ ହଜାରରୁ ଉର୍ଦ୍ଧ୍ବ ଡଙ୍ଗା ତିଆରି କରି ଗିନିଜ ବୁକ୍ ଅଫ୍ ୱାର୍ଲଡ ରେକର୍ଡରେ ସ୍ଥାନ ପାଇଲା କଟକ

କଟକ: କଟକ ଐତିହାସିକ ବାଲିଯାତ୍ରା ଉତ୍ସବ ଅବସରରେ ସିଏମସି ପକ୍ଷରୁ ଆୟୋଜିତ ଡଙ୍ଗା ତିଆରି କାର୍ଯ୍ୟକ୍ରମରେ ୨୨ ସ୍କୁଲର ୨୧ ସହରୁ ଉର୍ଦ୍ଧ୍ବ ବିଦ୍ୟାର୍ଥୀ ସାମିଲ ହୋଇଥିଲେ। ୩୫ ମିନିଟରେ ପ୍ରାୟ ୨୨ହଜାରରୁ ଉର୍ଦ୍ଧ ଡଙ୍ଗା ତିଆରି କରି କଟକ ଗିନିଜ ବୁକ୍ ଅଫ୍ ୱାର୍ଲଡ ରେକର୍ଡରେ ସ୍ଥାନ ପାଇଛି। ଏହି କାର୍ଯ୍ୟକ୍ରରେ ମେୟର ସୁବାସ ସିଂହ, ଜିଲ୍ଲାପାଳ ଭବାନୀଶଙ୍କର ଚୟନିଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ୫୦ଜଣ ଅଫିସିଆଲ୍ ଜୁରୀ ଏହାକୁ ପରିଚାଳନା କରfଥିଲେ। […]

କଟକ: କଟକ ଐତିହାସିକ ବାଲିଯାତ୍ରା ଉତ୍ସବ ଅବସରରେ ସିଏମସି ପକ୍ଷରୁ ଆୟୋଜିତ ଡଙ୍ଗା ତିଆରି କାର୍ଯ୍ୟକ୍ରମରେ ୨୨ ସ୍କୁଲର ୨୧ ସହରୁ ଉର୍ଦ୍ଧ୍ବ ବିଦ୍ୟାର୍ଥୀ ସାମିଲ ହୋଇଥିଲେ। ୩୫ ମିନିଟରେ ପ୍ରାୟ ୨୨ହଜାରରୁ ଉର୍ଦ୍ଧ ଡଙ୍ଗା ତିଆରି କରି କଟକ ଗିନିଜ ବୁକ୍ ଅଫ୍ ୱାର୍ଲଡ ରେକର୍ଡରେ ସ୍ଥାନ ପାଇଛି। ଏହି କାର୍ଯ୍ୟକ୍ରରେ ମେୟର ସୁବାସ ସିଂହ, ଜିଲ୍ଲାପାଳ ଭବାନୀଶଙ୍କର ଚୟନିଙ୍କ ସମେତ ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ୫୦ଜଣ ଅଫିସିଆଲ୍ ଜୁରୀ ଏହାକୁ ପରିଚାଳନା କରfଥିଲେ। ରେକର୍ଡ ପାଇ ଇଂଲଣ୍ଡରୁ ଗିନିଜରୁ ଜଣେ ଜୁରୀ ମଧ୍ୟ ଉପସ୍ଥିତ ଥିଲେ।

About The Author: The Sakala