ଆଜି ମଣ୍ଡପରେ ମାଆଙ୍କ ସପ୍ତମୀ ପୂଜା, ଚଳଚଞ୍ଚଳ ପୂଜାପୀଠ...

Deviprasad Mohanty Picture
Published On

ଭୁବନେଶ୍ବର: ଆଜି ମା’ଦୁର୍ଗାଙ୍କ ପୀଠେ ମହାଷ୍ଟମୀ ଓ ମଣ୍ଡପରେ ପବିତ୍ର ମହାସପ୍ତମୀ। ଏଥିଲାଗି ଶ୍ରଦ୍ଧାଳୁମାନେ ସକାଳ ସକାଳୁ ପୂଜାମଣ୍ଡପରେ ଭିଡ଼ ଜମେଇଲେଣି। ଆଜି ଦେବୀପୀଠ ଓ ମନ୍ଦିରରେ ମା’ଙ୍କର ମହାଷ୍ଟମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ମଣ୍ଡପରେ ମାଙ୍କ ସପ୍ତମୀ ପୂଜା ଅନୁଷ୍ଠିତ ହେଉଛି। ମାଆ ଦୁର୍ଗା ଆଜି ଠାରୁ ମଣ୍ଡପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି। କଟକ ଓ ଭୁବନେଶ୍ବର ସମେତ ସାରା ରାଜ୍ୟର ବିଭିନ୍ନ ସହରରେ ଦୁର୍ଗାପୂଜା ଅନୁଷ୍ଠିତ ହେଉଛି। ଆଜିଠାରୁ ଭିଡ଼ ଅଧିକ ବଢ଼ିବ ବୋଲି ଆଶା କରାଯାଉଛି।

About The Author