ଭୋର୍ ୫ଟା ୨୦ରେ ଉଠିଲା ବାବା ଲୋକନାଥଙ୍କ ପୀଠରେ ମହାଦୀପ

The Sakala Picture
Published On

ପୁରୀ: ଶାନ୍ତିଶୃଙ୍ଖଳାର ସହ ପୁରୀରେ ଶେଷ ହୋଇଛି ପବିତ୍ର ଜାଗର ଯାତ୍ରା । ବାବା ଲୋକନାଥ ପୀଠରେ ଭୋର ୫ଟା ୨୦ ମିନିଟରେ ମହାଦୀପ ଉଠିଥିଲା । ମହାଦୀପକୁ ଦର୍ଶନ କରିଛନ୍ତି ହଜାର ହଜାର ଭକ୍ତ । ମନ୍ଦିର ପରିସରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ହରିବୋଲ ଓ ହୁଳହୁଳିରେ କମ୍ପିଥିଲା ମନ୍ଦିର ପରିସର।ବିଳମ୍ବିତ ରାତିରେ ହରିହର ଭେଟ ପରେ ଭୋର ୫ଟା ୨୦ରେ ପ୍ରଭୁ ଲୋକନାଥ ଙ୍କ ମହାଦୀପ ଉଠିଥିଲା । ନିର୍ଦ୍ଧାରିତ କାର୍ୟ୍ୟସୂଚୀ […]

ପୁରୀ: ଶାନ୍ତିଶୃଙ୍ଖଳାର ସହ ପୁରୀରେ ଶେଷ ହୋଇଛି ପବିତ୍ର ଜାଗର ଯାତ୍ରା । ବାବା ଲୋକନାଥ ପୀଠରେ ଭୋର ୫ଟା ୨୦ ମିନିଟରେ ମହାଦୀପ ଉଠିଥିଲା । ମହାଦୀପକୁ ଦର୍ଶନ କରିଛନ୍ତି ହଜାର ହଜାର ଭକ୍ତ । ମନ୍ଦିର ପରିସରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ହରିବୋଲ ଓ ହୁଳହୁଳିରେ କମ୍ପିଥିଲା ମନ୍ଦିର ପରିସର।ବିଳମ୍ବିତ ରାତିରେ ହରିହର ଭେଟ ପରେ ଭୋର ୫ଟା ୨୦ରେ ପ୍ରଭୁ ଲୋକନାଥ ଙ୍କ ମହାଦୀପ ଉଠିଥିଲା ।

ଆହୁରି ପଢ଼ନ୍ତୁ: ଥାଇଲ୍ୟାଣ୍ଡରେ ଫସିଛନ୍ତି ୪ ଓଡ଼ିଆ ଶ୍ରମିକ: ଭୋକ ଉପବାସରେ କଟୁଛି ଜୀବନ, ଉଦ୍ଧାର ପାଇଁ ସରକାରଙ୍କୁ ଆକୁଳ ନିବେଦନ..

ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁସାରେ, ବୁଧବାର ରାତି ସାଢ଼େ ୧୨ଟାରେ ଦ୍ୱାର ଫିଟା ପରେ ପ୍ରଭୁ ଲୋକନାଥଙ୍କର ବିଭିନ୍ନ ନୀତିକାନ୍ତି ସହ ଗୁରୁବାର ଭୋର ୪ଟାରେ ଆରମ୍ଭ ହୋଇଥିଲା ସର୍ବସାଧରଣ ଦର୍ଶନ । ପରେ ମହାଦୀପ ଉଠିବା ସହ ପବିତ୍ର ଜାଗର ଯାତ୍ରା ସମାପନ ହୋଇଥିଲା । ଶାନ୍ତି ଶୃଙ୍ଖଳା ପାଇଁ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ । ଚଳିତବର୍ଷ କୋଭିଡ୍ ପାଇଁ ମନ୍ଦିର ଗମ୍ଭୀରା ଭିତରେ ପ୍ରଭୁଙ୍କ ଦର୍ଶନକୁ ବାରଣ କରାଯାଇଥିଲା

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

12 Mar 2021 By The Sakala

ଭୋର୍ ୫ଟା ୨୦ରେ ଉଠିଲା ବାବା ଲୋକନାଥଙ୍କ ପୀଠରେ ମହାଦୀପ

ପୁରୀ: ଶାନ୍ତିଶୃଙ୍ଖଳାର ସହ ପୁରୀରେ ଶେଷ ହୋଇଛି ପବିତ୍ର ଜାଗର ଯାତ୍ରା । ବାବା ଲୋକନାଥ ପୀଠରେ ଭୋର ୫ଟା ୨୦ ମିନିଟରେ ମହାଦୀପ ଉଠିଥିଲା । ମହାଦୀପକୁ ଦର୍ଶନ କରିଛନ୍ତି ହଜାର ହଜାର ଭକ୍ତ । ମନ୍ଦିର ପରିସରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା । ହରିବୋଲ ଓ ହୁଳହୁଳିରେ କମ୍ପିଥିଲା ମନ୍ଦିର ପରିସର।ବିଳମ୍ବିତ ରାତିରେ ହରିହର ଭେଟ ପରେ ଭୋର ୫ଟା ୨୦ରେ ପ୍ରଭୁ ଲୋକନାଥ ଙ୍କ ମହାଦୀପ ଉଠିଥିଲା ।

ନିର୍ଦ୍ଧାରିତ କାର୍ୟ୍ୟସୂଚୀ ଅନୁସାରେ, ବୁଧବାର ରାତି ସାଢ଼େ ୧୨ଟାରେ ଦ୍ୱାର ଫିଟା ପରେ ପ୍ରଭୁ ଲୋକନାଥଙ୍କର ବିଭିନ୍ନ ନୀତିକାନ୍ତି ସହ ଗୁରୁବାର ଭୋର ୪ଟାରେ ଆରମ୍ଭ ହୋଇଥିଲା ସର୍ବସାଧରଣ ଦର୍ଶନ । ପରେ ମହାଦୀପ ଉଠିବା ସହ ପବିତ୍ର ଜାଗର ଯାତ୍ରା ସମାପନ ହୋଇଥିଲା । ଶାନ୍ତି ଶୃଙ୍ଖଳା ପାଇଁ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିଲେ । ଚଳିତବର୍ଷ କୋଭିଡ୍ ପାଇଁ ମନ୍ଦିର ଗମ୍ଭୀରା ଭିତରେ ପ୍ରଭୁଙ୍କ ଦର୍ଶନକୁ ବାରଣ କରାଯାଇଥିଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର