ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା: ଘଟଣାସ୍ଥଳରେ ବୀଭତ୍ସ ହତ୍ୟାର ଡେମୋ ଦେଖାଇଲା ହତ୍ୟାକାରୀ ଶିବ ସାହୁ

The Sakala Picture
Published On

କଟକ: ମାହଙ୍ଗା କୁସୁପୁରରେ ଘଟିଥିବା ବୀଭତ୍ସ ଗଣହତ୍ୟା ମାମଲାରେ ଅଭିଯୁକ୍ତ ଶିବପ୍ରସାଦ ଘଟଣାସ୍ଥଳରେ ଆଜି ଡେମୋ ଦେଖାଇଛି । କେମିତି ଶିବ ଏକାକୀ ୫ ଜଣଙ୍କୁ ହତ୍ୟା କରିଥିଲା, ପୁଲିସ ଆଗରେ ଡେମୋ ଦେଖାଇଛି ଅଭିଯୁକ୍ତ । ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଁରେ ୨ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି । ୫ ଜଣଙ୍କୁ କିପରି ହତ୍ୟା କଲା? କେଉଁ ପିରିସ୍ଥିତିରେ ହତ୍ୟା କଲା ? ପୁଲିସ ଆଗରେ ତା’ର ଡେମୋ ଦେଖାଇଛି ଶିବ। ଘଟଣାସ୍ଥଳରେ […]

କଟକ: ମାହଙ୍ଗା କୁସୁପୁରରେ ଘଟିଥିବା ବୀଭତ୍ସ ଗଣହତ୍ୟା ମାମଲାରେ ଅଭିଯୁକ୍ତ ଶିବପ୍ରସାଦ ଘଟଣାସ୍ଥଳରେ ଆଜି ଡେମୋ ଦେଖାଇଛି । କେମିତି ଶିବ ଏକାକୀ ୫ ଜଣଙ୍କୁ ହତ୍ୟା କରିଥିଲା, ପୁଲିସ ଆଗରେ ଡେମୋ ଦେଖାଇଛି ଅଭିଯୁକ୍ତ । ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଁରେ ୨ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି । ୫ ଜଣଙ୍କୁ କିପରି ହତ୍ୟା କଲା? କେଉଁ ପିରିସ୍ଥିତିରେ ହତ୍ୟା କଲା ? ପୁଲିସ ଆଗରେ ତା’ର ଡେମୋ ଦେଖାଇଛି ଶିବ। ଘଟଣାସ୍ଥଳରେ SDPO ଓ ମାହାଙ୍ଗା ଥାନା ଅଧିକାରୀ ଉପସ୍ଥିତ ଅଛନ୍ତି। ଅଭିଯୁକ୍ତ ଶିବକୁ ୩ ଦିନିଆ ରିମାଣ୍ଡରେ ନେଇ ମାରାଥନ୍‌ ଜେରା ଚଳାଇଛି ମାହାଙ୍ଗା ପୋଲିସ ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

୫ ଜଣଙ୍କ ହାତ, ଗୋଡ଼ର ପ୍ରମୁଖ ଶିରା କାଟି କରାଯାଇଥିଲା ହତ୍ୟା । ପ୍ରତ୍ୟେକ ମୃତ ଦେହରେ ଧାରୁଆ ଅସ୍ତ୍ରରେ ଏକାଧିକ ଥର ହାଣିଥିଲା ହତ୍ୟାକାରୀ । ବେକ ଓ ମୁଣ୍ଡରେ ଗଭୀର କ୍ଷତଚିହ୍ନ ରହିଛି । ମୃତଦେହକୁ ଘୋଷାଡି ଘୋଷାଡି ଗୋଟିଏ ଘରେ ପକାଯାଇ ବାହାରୁ ତାଲା ପକାଇ ଦେଇଥିଲା ଅଭିଯୁକ୍ତ ଶିବ । ଏପରିକି ଘରର ମୁଖ୍ୟ ଦ୍ୱାର ବାହାର ପଟୁ ତାଲା ପକାଇ ଦେଇଥିଲା ଶିବ ପ୍ରସାଦ ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ହସ୍ପିଟାଲର ସେକ୍ସନ ଅଫିସର୍, ୨୫୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ସୂଚନାଯୋଗ୍ୟ, ଗତ ୧୧ ତାରିଖ ରାତିରେ ଶିବ ନିଜ ବଡ଼ଭାଇ, ଭାଉଜ, ଜଣେ ଝିଆରୀ ଓ ୨ ପୁତୁରାଙ୍କୁ ହତ୍ୟା କରିଥିଲା। ୧୨ ତାରିଖ ସକାଳେ ସ୍ୱାଭାବିକ ଭାବେ ଗାଁରେ ବୁଲିଥିଲା । ଲୋକଙ୍କ ସହ କଥା ହୋଇଥିଲା। ଏହାପରେ ସରପଞ୍ଚ, ୱାର୍ଡମେମ୍ବରଙ୍କ ନିକଟକୁ ଭିଡିଓ ଛାଡ଼ି ଥାନାକୁ ଯାଇ ଆତ୍ମସମର୍ପଣ କରିଥିଲା।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

15 Apr 2022 By The Sakala

ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା: ଘଟଣାସ୍ଥଳରେ ବୀଭତ୍ସ ହତ୍ୟାର ଡେମୋ ଦେଖାଇଲା ହତ୍ୟାକାରୀ ଶିବ ସାହୁ

କଟକ: ମାହଙ୍ଗା କୁସୁପୁରରେ ଘଟିଥିବା ବୀଭତ୍ସ ଗଣହତ୍ୟା ମାମଲାରେ ଅଭିଯୁକ୍ତ ଶିବପ୍ରସାଦ ଘଟଣାସ୍ଥଳରେ ଆଜି ଡେମୋ ଦେଖାଇଛି । କେମିତି ଶିବ ଏକାକୀ ୫ ଜଣଙ୍କୁ ହତ୍ୟା କରିଥିଲା, ପୁଲିସ ଆଗରେ ଡେମୋ ଦେଖାଇଛି ଅଭିଯୁକ୍ତ । ସୁରକ୍ଷାକୁ ଦୃଷ୍ଟିରେ ରଖି ଗାଁରେ ୨ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି । ୫ ଜଣଙ୍କୁ କିପରି ହତ୍ୟା କଲା? କେଉଁ ପିରିସ୍ଥିତିରେ ହତ୍ୟା କଲା ? ପୁଲିସ ଆଗରେ ତା’ର ଡେମୋ ଦେଖାଇଛି ଶିବ। ଘଟଣାସ୍ଥଳରେ SDPO ଓ ମାହାଙ୍ଗା ଥାନା ଅଧିକାରୀ ଉପସ୍ଥିତ ଅଛନ୍ତି। ଅଭିଯୁକ୍ତ ଶିବକୁ ୩ ଦିନିଆ ରିମାଣ୍ଡରେ ନେଇ ମାରାଥନ୍‌ ଜେରା ଚଳାଇଛି ମାହାଙ୍ଗା ପୋଲିସ ।

୫ ଜଣଙ୍କ ହାତ, ଗୋଡ଼ର ପ୍ରମୁଖ ଶିରା କାଟି କରାଯାଇଥିଲା ହତ୍ୟା । ପ୍ରତ୍ୟେକ ମୃତ ଦେହରେ ଧାରୁଆ ଅସ୍ତ୍ରରେ ଏକାଧିକ ଥର ହାଣିଥିଲା ହତ୍ୟାକାରୀ । ବେକ ଓ ମୁଣ୍ଡରେ ଗଭୀର କ୍ଷତଚିହ୍ନ ରହିଛି । ମୃତଦେହକୁ ଘୋଷାଡି ଘୋଷାଡି ଗୋଟିଏ ଘରେ ପକାଯାଇ ବାହାରୁ ତାଲା ପକାଇ ଦେଇଥିଲା ଅଭିଯୁକ୍ତ ଶିବ । ଏପରିକି ଘରର ମୁଖ୍ୟ ଦ୍ୱାର ବାହାର ପଟୁ ତାଲା ପକାଇ ଦେଇଥିଲା ଶିବ ପ୍ରସାଦ ।

ସୂଚନାଯୋଗ୍ୟ, ଗତ ୧୧ ତାରିଖ ରାତିରେ ଶିବ ନିଜ ବଡ଼ଭାଇ, ଭାଉଜ, ଜଣେ ଝିଆରୀ ଓ ୨ ପୁତୁରାଙ୍କୁ ହତ୍ୟା କରିଥିଲା। ୧୨ ତାରିଖ ସକାଳେ ସ୍ୱାଭାବିକ ଭାବେ ଗାଁରେ ବୁଲିଥିଲା । ଲୋକଙ୍କ ସହ କଥା ହୋଇଥିଲା। ଏହାପରେ ସରପଞ୍ଚ, ୱାର୍ଡମେମ୍ବରଙ୍କ ନିକଟକୁ ଭିଡିଓ ଛାଡ଼ି ଥାନାକୁ ଯାଇ ଆତ୍ମସମର୍ପଣ କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର