ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଶ୍ରୀମନ୍ଦିରରେ ପଡ଼ିଲା ଛେପ, ଶ୍ରୀଜିଉଙ୍କ ହେଲା ବଡ଼ ମହାସ୍ନାନ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେଲା ବଡ଼ ମହାସ୍ନାନ । ରବିବାର ଭିତରକାଠ ନିକଟରେ ଛେପ ପଡିବାରୁ ଅବକାଶ ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯାଇଛି । ଏହି ସମୟରେ ପ୍ରାୟ ୧ ଘଣ୍ଟା ପାଇଁ ମାହପ୍ରଭୁଙ୍କ ଦର୍ଶନ ବନ୍ଦ କରାଯାଇଛି । ମହାସ୍ନାନ ନୀତି ସରିବା ପରେ ଦର୍ଶନ ବ୍ୟବସ୍ଥା ସ୍ୱାଭାବିକ ହୋଇଛି । ସୂଚନା ଅନୁସାରେ, ଆଜି ଭୋର ୪ଟା ୩୫ ମିନିଟ ସମୟରେ ଶ୍ରୀମନ୍ଦିର ଦ୍ଵାର ଫିଟା ନୀତି ସମ୍ପର୍ଣ୍ଣ ହୋଇଥିଲା l ମଙ୍ଗଳ […]

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେଲା ବଡ଼ ମହାସ୍ନାନ । ରବିବାର ଭିତରକାଠ ନିକଟରେ ଛେପ ପଡିବାରୁ ଅବକାଶ ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯାଇଛି । ଏହି ସମୟରେ ପ୍ରାୟ ୧ ଘଣ୍ଟା ପାଇଁ ମାହପ୍ରଭୁଙ୍କ ଦର୍ଶନ ବନ୍ଦ କରାଯାଇଛି । ମହାସ୍ନାନ ନୀତି ସରିବା ପରେ ଦର୍ଶନ ବ୍ୟବସ୍ଥା ସ୍ୱାଭାବିକ ହୋଇଛି ।

ଆହୁରି ପଢ଼ନ୍ତୁ: ପ୍ରେମିକାକୁ ହତ୍ୟା କରି ଦୁର୍ଘଟଣା ରୂପ ଦେଇଥିଲା ପ୍ରେମିକ, ବାନ୍ଧିଲା ପୋଲିସ

ସୂଚନା ଅନୁସାରେ, ଆଜି ଭୋର ୪ଟା ୩୫ ମିନିଟ ସମୟରେ ଶ୍ରୀମନ୍ଦିର ଦ୍ଵାର ଫିଟା ନୀତି ସମ୍ପର୍ଣ୍ଣ ହୋଇଥିଲା l ମଙ୍ଗଳ ଆଳତୀ ପରେ ମଇଲମ ନୀତି ଚାଲିଥିବା ବେଳେ, ଜଣେ ବୃଦ୍ଧା ଜୟ ବିଜୟ ଦ୍ୱାର ନିକଟରେ ଛେପ ପକାଇବାରୁ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଯାହାଫଳରେ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ନୀତି ପାଇଁ ୧ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଠାକୁରଙ୍କ ନୀତି ବିଳମ୍ବ ହୋଇଅଛି । ମହାସ୍ନାନ ପରେ ଜୟ ବିଜୟ ଦ୍ୱାର ଠାରେ ଶୋଧ ହୋଇ ଚୂନ ପଡିବା ସହ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । ଏହାପରେ ଭକ୍ତମାନେ ଶ୍ରୀଜୀୟୁଙ୍କ ଦର୍ଶନର ସାନିଧ୍ୟ୍ୟ ଲାଭ କରିପାରିବେ ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା: ଫେରାର୍‌ ପ୍ରେମିକ ମୟୂରଭଞ୍ଜରୁ ଗିରଫ

ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ କେହି ଭକ୍ତ , ସେବାୟତ ଅବା ଯେକିହି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବସତ ଶରୀରରୁ ରକ୍ତ ପଡିଲେ, ବାନ୍ତି କରିଦେଲେ ଏବଂ ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ଅଭାବନୀୟ ଘଟଣା: ରଜ ଦୋଳି ଉପରକୁ ମାଡ଼ିଗଲା ବୋଲେରୋ, ୨ ଶିଶୁ ଗୁରୁତର

03 Nov 2024 By The Sakala

ଶ୍ରୀମନ୍ଦିରରେ ପଡ଼ିଲା ଛେପ, ଶ୍ରୀଜିଉଙ୍କ ହେଲା ବଡ଼ ମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ହେଲା ବଡ଼ ମହାସ୍ନାନ । ରବିବାର ଭିତରକାଠ ନିକଟରେ ଛେପ ପଡିବାରୁ ଅବକାଶ ନୀତି ପରେ ଶ୍ରୀଜୀଉଙ୍କ ମହାସ୍ନାନ କରାଯାଇଛି । ଏହି ସମୟରେ ପ୍ରାୟ ୧ ଘଣ୍ଟା ପାଇଁ ମାହପ୍ରଭୁଙ୍କ ଦର୍ଶନ ବନ୍ଦ କରାଯାଇଛି । ମହାସ୍ନାନ ନୀତି ସରିବା ପରେ ଦର୍ଶନ ବ୍ୟବସ୍ଥା ସ୍ୱାଭାବିକ ହୋଇଛି ।

ସୂଚନା ଅନୁସାରେ, ଆଜି ଭୋର ୪ଟା ୩୫ ମିନିଟ ସମୟରେ ଶ୍ରୀମନ୍ଦିର ଦ୍ଵାର ଫିଟା ନୀତି ସମ୍ପର୍ଣ୍ଣ ହୋଇଥିଲା l ମଙ୍ଗଳ ଆଳତୀ ପରେ ମଇଲମ ନୀତି ଚାଲିଥିବା ବେଳେ, ଜଣେ ବୃଦ୍ଧା ଜୟ ବିଜୟ ଦ୍ୱାର ନିକଟରେ ଛେପ ପକାଇବାରୁ ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଯାହାଫଳରେ ମହାପ୍ରଭୁଙ୍କ ରାଧା ଦାମୋଦର ବେଶ ନୀତି ପାଇଁ ୧ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଠାକୁରଙ୍କ ନୀତି ବିଳମ୍ବ ହୋଇଅଛି । ମହାସ୍ନାନ ପରେ ଜୟ ବିଜୟ ଦ୍ୱାର ଠାରେ ଶୋଧ ହୋଇ ଚୂନ ପଡିବା ସହ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । ଏହାପରେ ଭକ୍ତମାନେ ଶ୍ରୀଜୀୟୁଙ୍କ ଦର୍ଶନର ସାନିଧ୍ୟ୍ୟ ଲାଭ କରିପାରିବେ ।

ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଜୟ ବିଜୟ ଦ୍ବାର ସମ୍ମୁଖରୁ ଭିତର କାଠ, ଭକ୍ତ ପ୍ରତ୍ୟାବର୍ତ୍ତନ କରୁଥିବା ବେହରଣ ଦ୍ୱାର ଯାଏ କେହି ଭକ୍ତ , ସେବାୟତ ଅବା ଯେକିହି ବ୍ୟକ୍ତିଙ୍କର କିଛି ଦୁର୍ଘଟଣା ବସତ ଶରୀରରୁ ରକ୍ତ ପଡିଲେ, ବାନ୍ତି କରିଦେଲେ ଏବଂ ଛୋଟ ଛୁଆ, ବୁଦ୍ଧ ଲୋକ ପରିସ୍ରା, ମଳତ୍ୟାଗ କରିଦେଲେ ସଙ୍ଗେ ସଙ୍ଗେ ମହାପ୍ରଭୁଙ୍କ ଚାଲିଥିବା ନୀତି ବନ୍ଦ କରାଯାଇଥାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର