ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା: ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୁଲିସ

The Sakala Picture
Published On

ଭୁବନେଶ୍ବର: ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୁଲିସ । ୭ ଅଭିଯୁକ୍ତଙ୍କୁ ଅଟକ ରଖିଲା ଚନ୍ଦକା ଥାନା ପୁଲିସ। ଚନ୍ଦକା ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚର ଟିମ। କିଛି ସମୟ ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ। ସେପଟେ ପୀଡିତାଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଗଲେ ମହିଳା କମିଶନ ଅଧ୍ୟକ୍ଷା। ସୂଚନା ଅନୁଯାୟୀ, ଗତ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀ ଘରକୁ […]

ଭୁବନେଶ୍ବର: ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୁଲିସ । ୭ ଅଭିଯୁକ୍ତଙ୍କୁ ଅଟକ ରଖିଲା ଚନ୍ଦକା ଥାନା ପୁଲିସ। ଚନ୍ଦକା ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚର ଟିମ। କିଛି ସମୟ ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ। ସେପଟେ ପୀଡିତାଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଗଲେ ମହିଳା କମିଶନ ଅଧ୍ୟକ୍ଷା।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ସୂଚନା ଅନୁଯାୟୀ, ଗତ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀ ଘରକୁ ଫେରୁଥିବା ବେଳେ ପଥରଗାଡ଼ିଆ ଓ ଭରତପୁର ରାସ୍ତାରେ ଦୁଇ ଯୁବକ ଏକ କାରରେ ଆସି ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିବାକୁ ମଧ୍ୟ ଧମକ ଦେଇଥିଲେ । ଏ ନେଇ ମେଜର ଓ ତାଙ୍କ ବାନ୍ଧବୀ ଥାନାକୁ ଯିବାପରେ ପୁଲିସ ତାଙ୍କୁ ଦୁର୍ବ୍ୟବହାର ସହ ମାଡ଼ ମାରିବା ଭଳି ଆସିଥିଲା ସାଙ୍ଘାତିକ ଅଭିଯୋଗ ।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

20 Sep 2024 By The Sakala

ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା: ୭ ଜଣ ରୋଡ୍‌ ରୋମିଓଙ୍କୁ ଧରିଲା କମିଶନରେଟ୍‌ ପୁଲିସ

ଭୁବନେଶ୍ବର: ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିବା ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୁଲିସ । ୭ ଅଭିଯୁକ୍ତଙ୍କୁ ଅଟକ ରଖିଲା ଚନ୍ଦକା ଥାନା ପୁଲିସ। ଚନ୍ଦକା ଥାନାରେ ପହଞ୍ଚି ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚର ଟିମ। କିଛି ସମୟ ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ। ସେପଟେ ପୀଡିତାଙ୍କୁ ଭେଟିବା ପାଇଁ ତାଙ୍କ ଘରକୁ ଗଲେ ମହିଳା କମିଶନ ଅଧ୍ୟକ୍ଷା।

ସୂଚନା ଅନୁଯାୟୀ, ଗତ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀ ଘରକୁ ଫେରୁଥିବା ବେଳେ ପଥରଗାଡ଼ିଆ ଓ ଭରତପୁର ରାସ୍ତାରେ ଦୁଇ ଯୁବକ ଏକ କାରରେ ଆସି ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିବାକୁ ମଧ୍ୟ ଧମକ ଦେଇଥିଲେ । ଏ ନେଇ ମେଜର ଓ ତାଙ୍କ ବାନ୍ଧବୀ ଥାନାକୁ ଯିବାପରେ ପୁଲିସ ତାଙ୍କୁ ଦୁର୍ବ୍ୟବହାର ସହ ମାଡ଼ ମାରିବା ଭଳି ଆସିଥିଲା ସାଙ୍ଘାତିକ ଅଭିଯୋଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର