ଅପରାହ୍ନ ୪ଟା ୩୦ରେ ବଡ ଘୋଷଣା କରିବେ ଅତିରିକ୍ତ ମୁଖ୍ୟ ଶାସନ ସଚିବ

The Sakala Picture
Published On

ଭୁବନେଶ୍ୱର, ଆଜି ଅପରାହ୍ନ ୪ଟା ୩୦ରେ ଅତିରିକ୍ତ ମୁଖ୍ୟ. ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କିଛି ବଡ ଘୋଷଣା କରିବେ ବୋଲି ସୂଚନା ମିଳିଛି । ସାରା ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣଙ୍କ ଜୀବନ ଯାଇଛି ବେଳେ ୮୦୦୦ରୁ ଅଧିକ ପଜିଟିଭ୍ କେସ୍ ସାମ୍ନାକୁ ଆସିଛି । ରାଜ୍ୟରେ ସଂକ୍ରମଣ ବିପଦ ଦିନକୁ ଦିନ ବଢୁଥିବା ସତ୍ତ୍ୱେ ଅନେକ ବ୍ୟକ୍ତି ଓ ବ୍ୟବସାୟୀକ ପ୍ରତିଷ୍ଠାନ […]

ଭୁବନେଶ୍ୱର, ଆଜି ଅପରାହ୍ନ ୪ଟା ୩୦ରେ ଅତିରିକ୍ତ ମୁଖ୍ୟ. ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କିଛି ବଡ ଘୋଷଣା କରିବେ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ସାରା ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣଙ୍କ ଜୀବନ ଯାଇଛି ବେଳେ ୮୦୦୦ରୁ ଅଧିକ ପଜିଟିଭ୍ କେସ୍ ସାମ୍ନାକୁ ଆସିଛି । ରାଜ୍ୟରେ ସଂକ୍ରମଣ ବିପଦ ଦିନକୁ ଦିନ ବଢୁଥିବା ସତ୍ତ୍ୱେ ଅନେକ ବ୍ୟକ୍ତି ଓ ବ୍ୟବସାୟୀକ ପ୍ରତିଷ୍ଠାନ ନିୟମ ମାନୁ ନାହାଁନ୍ତି । ଗାଇଡଲାଇନ୍ ପାଳନ କରୁନାହାଁନ୍ତି । ଫଳରେ ସଂକ୍ରମଣ ବ୍ୟାପୁଥିବା ଦେଖିବାକୁ ମିଳିଛି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

କିଛି ଦିନ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ସବୁଠାରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୧୪୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ସ୍ତିତିକୁ ନଜର ରଖି ଅତିରିକ୍ତ ମୁଖ୍ୟ ଶାସନ ସଚିବ କିଛି ବଡ ନିଷ୍ପତ୍ତି ନେଇପାରନ୍ତି ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର