ଆଇପିଏସ୍ ସ୍ତରରେ ବଡ ଧରଣର ଅଦଳବଦଳ, ସୁଧାଂଶୁ ଷଡଙ୍ଗୀ ହେଲେ ଗୃହ ବିଭାଗ OSD

The Sakala Picture
Published On

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଯଶୱନ୍ତ ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ସଞ୍ଜୀବ ପଣ୍ଡା ହୋଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ଏଥିସହ ତାଙ୍କୁ ପୋଲିସ ଗୃହ ନିର୍ମାଣ ନିଗମ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି । ସେହିପରି ଆଇପିଏସ୍ ସୁଧାଂଶୁ ଷଡଙ୍ଗୀଙ୍କୁ ଗୃହ ବିଭାଗ ଓଏସ୍‌ଡି ଭାବେ ଦାୟିତ୍ୱ ମିଳିଛି । ସୂଚନା ଅନୁସାରେ, ଗୁଇନ୍ଦା ନିର୍ଦ୍ଦେଶକ […]

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଯଶୱନ୍ତ ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି । ସେହିପରି ସଞ୍ଜୀବ ପଣ୍ଡା ହୋଇଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ଏଥିସହ ତାଙ୍କୁ ପୋଲିସ ଗୃହ ନିର୍ମାଣ ନିଗମ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି । ସେହିପରି ଆଇପିଏସ୍ ସୁଧାଂଶୁ ଷଡଙ୍ଗୀଙ୍କୁ ଗୃହ ବିଭାଗ ଓଏସ୍‌ଡି ଭାବେ ଦାୟିତ୍ୱ ମିଳିଛି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ସୂଚନା ଅନୁସାରେ, ଗୁଇନ୍ଦା ନିର୍ଦ୍ଦେଶକ ହୋଇଛନ୍ତି ଲଳିତ ଦାସ । ଆରକେ ଶର୍ମା ହେଲେ ଆଇନ୍ ଶୃଙ୍ଖଳା ଏଡିଜି । ଅରୁଣ ବୋଥ୍ରାଙ୍କୁ ପରିବହନ କମିଶନର ଦାୟିତ୍ୱ ଦିଆଯାଇଥିବା ବେଳେ ସଞ୍ଜୀବ ପଣ୍ଡା କ୍ରାଇମବ୍ରାଞ୍ଚ ଏଡିଜି ଭାବେ ନିଯୁକ୍ତ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର