ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଲକ କନିଷ୍ଠ ଯନ୍ତ୍ରୀ, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

Madhusudan Das Picture
Published On

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଲକ କନିଷ୍ଠ ଯନ୍ତ୍ରୀ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସଦର ମହକୁମା ବ୍ଲକ ଜେଇ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍ । ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରୁଛି ଟିମ୍ ।  ମାଲକାନଗିରି ଟାଉନରେ ଥିବା ୩ ମହଲା ଘରେ ଚାଲିଛି ଯାଞ୍ଚ । ଏହାସହ କାଲିମେଳା ସ୍ଥିତ ପୈତୃକ ଘର, ନବରଙ୍ଗପୁର ସ୍ଥିତ ସମ୍ପର୍କୀୟଙ୍କ ଘର ଏବଂ ମାଲକାନଗିରି ବିଡିଓ ଅଫିସ୍ ସ୍ଥିତ ଚାମ୍ବରରେ ଭିଜିଲାନ୍ସ ରେଡ୍ କରୁଛି ।  ଚଢ଼ାଉରେ ୪ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

26 Dec 2025 By Madhusudan Das

ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଲକ କନିଷ୍ଠ ଯନ୍ତ୍ରୀ, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ମାଲକାନଗିରି: ଭିଜିଲାନ୍ସ ଜାଲରେ ମାଲକାନଗିରି ବ୍ଲକ କନିଷ୍ଠ ଯନ୍ତ୍ରୀ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସଦର ମହକୁମା ବ୍ଲକ ଜେଇ ନିହାର ରଞ୍ଜନ ସରକାରଙ୍କ ଘରେ ରେଡ୍ । ଏକକାଳୀନ ୪ଟି ସ୍ଥାନରେ ଚଢ଼ାଉ କରୁଛି ଟିମ୍ ।  ମାଲକାନଗିରି ଟାଉନରେ ଥିବା ୩ ମହଲା ଘରେ ଚାଲିଛି ଯାଞ୍ଚ । ଏହାସହ କାଲିମେଳା ସ୍ଥିତ ପୈତୃକ ଘର, ନବରଙ୍ଗପୁର ସ୍ଥିତ ସମ୍ପର୍କୀୟଙ୍କ ଘର ଏବଂ ମାଲକାନଗିରି ବିଡିଓ ଅଫିସ୍ ସ୍ଥିତ ଚାମ୍ବରରେ ଭିଜିଲାନ୍ସ ରେଡ୍ କରୁଛି ।  ଚଢ଼ାଉରେ ୪ଜଣ ଡିଏସପି, ୭ଜଣ ଇନସ୍ପେକ୍ଟର ଓ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି ।

https://www.thesakala.in/latest-odisha-news/malkangiri-block-junior-engineer-in-vigilance-radar/article-43791
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର