୨୪ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

The Sakala Picture
Published On

ମାଲକାନଗିରି: ୨୪ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ପୂର୍ବ ବସ୍ତର ଡିଭିଜନର ଭୈରମଗଡ଼ ଏରିଆ କମିଟିର ୨୪ ହାର୍ଡକୋର ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ଆସାମ, AOB ଡିଭିଜନ PLGA ସଦସ୍ୟ, ପାର୍ଟି ମେମ୍ବର ଭଳି ହାର୍ଡକୋର ମାଓବାଦୀ ରହିଛନ୍ତି । ସେମାନଙ୍କ ନାଁରେ ୨୮ ଲକ୍ଷ ଟଙ୍କା ପୁରସ୍କାର ରାଶି ରହିଥିଲା । ସୁରକ୍ଷାକର୍ମୀଙ୍କ କଡ଼ା ସୁରକ୍ଷା ସହ ମାଓ […]

ମାଲକାନଗିରି: ୨୪ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ପୂର୍ବ ବସ୍ତର ଡିଭିଜନର ଭୈରମଗଡ଼ ଏରିଆ କମିଟିର ୨୪ ହାର୍ଡକୋର ମାଓବାଦୀ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ଆସାମ, AOB ଡିଭିଜନ PLGA ସଦସ୍ୟ, ପାର୍ଟି ମେମ୍ବର ଭଳି ହାର୍ଡକୋର ମାଓବାଦୀ ରହିଛନ୍ତି । ସେମାନଙ୍କ ନାଁରେ ୨୮ ଲକ୍ଷ ଟଙ୍କା ପୁରସ୍କାର ରାଶି ରହିଥିଲା ।

ଆହୁରି ପଢ଼ନ୍ତୁ: କୋଟିଆରେ ଆନ୍ଧ୍ରର ନିର୍ବାଚନୀ ଚାଲ୍: ବିରୋଧ ପାଇଁ ଓଡ଼ିଶାର ସବୁ ଦଳ ଏକଜୁଟ୍, ସୀମାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ସୁରକ୍ଷାକର୍ମୀଙ୍କ କଡ଼ା ସୁରକ୍ଷା ସହ ମାଓ ଦମନ ଅପରେସନ ଚଳାଇଥିବାରୁ ଭୟଭୀତ ହୋଇପଡ଼ିଛନ୍ତି ମାଓବାଦୀ । ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସରକାରଙ୍କ ସବୁ ପ୍ରକାର ସାହାର୍ଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ଛତିଶଗଡ଼ ବିଜାପୁର SP ଜିତେନ୍ଦ୍ର ଚୌହାନ ପ୍ରତିଶୃତି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ହତ୍ୟାକୁ ଦୁର୍ଘଟଣାର ରୂପ ଦେବାକୁ ଉଦ୍ୟମ: ଶଳାକୁ ପଥରରେ ଛେଚି ହତ୍ୟା କଲା ପିଶାଚ ଭିଣୋଇ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର