ମାଲକାନଗିରି ଗସ୍ତରେ ୫ଟିି ସଚିବ ଭିକେ ପାଣ୍ଡିଆନ, ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା

The Sakala Picture
Published On

ମାଲକାନଗିରି: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ମାଲକାନଗିରି ଗସ୍ତରେ ଅଛନ୍ତି।  ଆଜି ହେଲିକ୍ୟାପ୍ଟର ଯୋଗେ ପ୍ରଥମେ ମାଲକାନଗିରି ଜିଲ୍ଲାର ମାଥିଲିରେ ପହଞ୍ଚିବା ପରେ ଶିବସାଗର ଯାଇ ଉନ୍ନତିକରଣ ସମୀକ୍ଷା କରିଛନ୍ତି ୫ଟି ସଚିବ। ପରେ ପ୍ରସ୍ତାବିତ ରେଳ ଲାଇନ ଓ ସପ୍ତଧରା ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ଏହାପରେ ଲୋକଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଆଉ କିଛି ସମୟ ପରେ ସୀତାକୁଣ୍ଡରେ ପହଞ୍ଚି ବଣ୍ଡା ହିଲ୍ସର ଉନ୍ନତିକରଣର ସମୀକ୍ଷା […]

ମାଲକାନଗିରି: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ମାଲକାନଗିରି ଗସ୍ତରେ ଅଛନ୍ତି।  ଆଜି ହେଲିକ୍ୟାପ୍ଟର ଯୋଗେ ପ୍ରଥମେ ମାଲକାନଗିରି ଜିଲ୍ଲାର ମାଥିଲିରେ ପହଞ୍ଚିବା ପରେ ଶିବସାଗର ଯାଇ ଉନ୍ନତିକରଣ ସମୀକ୍ଷା କରିଛନ୍ତି ୫ଟି ସଚିବ। ପରେ ପ୍ରସ୍ତାବିତ ରେଳ ଲାଇନ ଓ ସପ୍ତଧରା ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ଏହାପରେ ଲୋକଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଆଉ କିଛି ସମୟ ପରେ ସୀତାକୁଣ୍ଡରେ ପହଞ୍ଚି ବଣ୍ଡା ହିଲ୍ସର ଉନ୍ନତିକରଣର ସମୀକ୍ଷା କରିବେ ପାଣ୍ଡିଆନ । ପରେ ହନ୍ତଳଗୁଡ଼ା ଭିୟୁ ପଏଣ୍ଟର ନିର୍ମାଣ ଅନୁଧ୍ୟାନ କରି ଲୋକଙ୍କ ସହ ଆଲୋଚନା କରିବେ। ଏହାପରେ ବିଏସଏଫ କ୍ୟାମ୍ପ ଏବଂ ବଡ଼ପଦାରେ ସ୍କୁଲକୁ ଯିବାର କାର୍ଯ୍ଯକ୍ରମ ରହିଛି । ଆସନ୍ତାକାଲି ମଧ୍ୟ ଫାଇଭ-ଟି ସଚିବ ଅନ୍ୟାନ୍ୟ ଉନ୍ନୟନମୂଳକ ପ୍ରକଳ୍ପର ଅନୁଧ୍ୟାନ କରିବେ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

28 Mar 2023 By The Sakala

ମାଲକାନଗିରି ଗସ୍ତରେ ୫ଟିି ସଚିବ ଭିକେ ପାଣ୍ଡିଆନ, ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା

ମାଲକାନଗିରି: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ମାଲକାନଗିରି ଗସ୍ତରେ ଅଛନ୍ତି।  ଆଜି ହେଲିକ୍ୟାପ୍ଟର ଯୋଗେ ପ୍ରଥମେ ମାଲକାନଗିରି ଜିଲ୍ଲାର ମାଥିଲିରେ ପହଞ୍ଚିବା ପରେ ଶିବସାଗର ଯାଇ ଉନ୍ନତିକରଣ ସମୀକ୍ଷା କରିଛନ୍ତି ୫ଟି ସଚିବ। ପରେ ପ୍ରସ୍ତାବିତ ରେଳ ଲାଇନ ଓ ସପ୍ତଧରା ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ଏହାପରେ ଲୋକଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି।

ଆଉ କିଛି ସମୟ ପରେ ସୀତାକୁଣ୍ଡରେ ପହଞ୍ଚି ବଣ୍ଡା ହିଲ୍ସର ଉନ୍ନତିକରଣର ସମୀକ୍ଷା କରିବେ ପାଣ୍ଡିଆନ । ପରେ ହନ୍ତଳଗୁଡ଼ା ଭିୟୁ ପଏଣ୍ଟର ନିର୍ମାଣ ଅନୁଧ୍ୟାନ କରି ଲୋକଙ୍କ ସହ ଆଲୋଚନା କରିବେ। ଏହାପରେ ବିଏସଏଫ କ୍ୟାମ୍ପ ଏବଂ ବଡ଼ପଦାରେ ସ୍କୁଲକୁ ଯିବାର କାର୍ଯ୍ଯକ୍ରମ ରହିଛି । ଆସନ୍ତାକାଲି ମଧ୍ୟ ଫାଇଭ-ଟି ସଚିବ ଅନ୍ୟାନ୍ୟ ଉନ୍ନୟନମୂଳକ ପ୍ରକଳ୍ପର ଅନୁଧ୍ୟାନ କରିବେ।

https://www.thesakala.in/latest-odisha-news/malkangiri/5t-secretary-vk-pandian-visited-malkangari-and-reviewed-various-projects/article-20215
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର