ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ୨ ଯବାନ ଆହତ

The Sakala Picture
Published On

ମାଲକାନଗିର: ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ଦୁଇ ଜଣ ଡିଆର୍‌ଜି ଯବାନ ଆହତ ହୋଇଛନ୍ତି । ସେମାନଙ୍କୁ ଆହତଙ୍କ ଅବସ୍ଥାରେ ହେଲକାପ୍ଟର ଯୋଗେ ରାୟପୁର ସ୍ଥାନାନ୍ତରିତ କରାଯାଇଛି । ସୂଚନା ଅନୁଯାୟୀ, ଛତିଶଗଡ଼ ନାରାୟଣପୁର ଜିଲ୍ଲା କୁରୁସନାଡ ଥାନା ଅନ୍ତର୍ଗତ ଧାରାବାହି ଗାଁ ନିକଟରେ ରାସ୍ତା ନିର୍ମାଣ କାର୍ଯ୍ଯ ଚାଲିଥିଲା । ସୁରକ୍ଷା ଦେବା ଲାଗି ବାଇକରେ ଯାଉଥିଲେ ଯବାନ। ହେଲେ ଯବାନଙ୍କୁ ଆସିବା ଦେଖି ନକ୍ସଲମାନେ […]

ମାଲକାନଗିର: ମାଲକାନଗିରି ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ଦୁଇ ଜଣ ଡିଆର୍‌ଜି ଯବାନ ଆହତ ହୋଇଛନ୍ତି । ସେମାନଙ୍କୁ ଆହତଙ୍କ ଅବସ୍ଥାରେ ହେଲକାପ୍ଟର ଯୋଗେ ରାୟପୁର ସ୍ଥାନାନ୍ତରିତ କରାଯାଇଛି ।

ସୂଚନା ଅନୁଯାୟୀ, ଛତିଶଗଡ଼ ନାରାୟଣପୁର ଜିଲ୍ଲା କୁରୁସନାଡ ଥାନା ଅନ୍ତର୍ଗତ ଧାରାବାହି ଗାଁ ନିକଟରେ ରାସ୍ତା ନିର୍ମାଣ କାର୍ଯ୍ଯ ଚାଲିଥିଲା । ସୁରକ୍ଷା ଦେବା ଲାଗି ବାଇକରେ ଯାଉଥିଲେ ଯବାନ। ହେଲେ ଯବାନଙ୍କୁ ଆସିବା ଦେଖି ନକ୍ସଲମାନେ ପୂର୍ବ ଯୋଜନା ମୁତାବାକ ଲ୍ୟାଣ୍ଡମାଇନକୁ ବିସ୍ଫୋରଣ କରିଥିଲେ। ଏଥିର ୨ଜଣ ଯବାନ ଆହତ ହୋଇଛନ୍ତି । ପରେ ସେମାନଙ୍କୁ ହେଲିକାପ୍ଟର ଯୋଗେ ରାୟପୁର ସ୍ଥାନାନ୍ତରିତ କରାଯାଇଛି । ଏହି ଘଟଣା ପରେ ଯୋରଦାର କୁମ୍ବିଂ ଅପରେସନ ଆରମ୍ଭ ହୋଇଛି ।

29 Mar 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର